ହାତୀ ଦଳି ଦେବାରୁ ଜଣଙ୍କର ମୃତ୍ୟୁ

The Sakala Picture
Published On

ବାରିପଦା : ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଥମିବାର ନାମ ନେଉନି ହାତୀ ଆତଙ୍କ। ହାତୀ ଆକ୍ରମଣରେ ପୁଣି ଆଉଏକ ଜୀବନ ଗଲା। ଆଜି ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଭଦୁଆଶୋଳ ଗ୍ରାମରେ। ଆଜି ଭୋରରୁ ଗ୍ରାମର ଅର୍ଜୁନ ହାଁସଦା ନିଜ ବିଲ୍କୁ ଯାଇଥିବା ବେଳେ ହାତୀ ହାବୁଡରେ ପଡି ଯାଇଥିଲେ । ସେଠାରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଗ୍ରାମବାସୀ ଖବର […]

ବାରିପଦା : ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଥମିବାର ନାମ ନେଉନି ହାତୀ ଆତଙ୍କ। ହାତୀ ଆକ୍ରମଣରେ ପୁଣି ଆଉଏକ ଜୀବନ ଗଲା। ଆଜି ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଭଦୁଆଶୋଳ ଗ୍ରାମରେ। ଆଜି ଭୋରରୁ ଗ୍ରାମର ଅର୍ଜୁନ ହାଁସଦା ନିଜ ବିଲ୍କୁ ଯାଇଥିବା ବେଳେ ହାତୀ ହାବୁଡରେ ପଡି ଯାଇଥିଲେ । ସେଠାରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଗ୍ରାମବାସୀ ଖବର ଦେବାରୁ ବନ ବିଭାଗ କର୍ମଚାରୀ ମାନେ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ କରିଛନ୍ତି ।ଗତ କିଛି ଦିନ ହେଲା ଏକ ଝାଡଖଣ୍ଡି ହାତୀପଲ ଏହି ଅଂଚଳରେ ରହୁଥିବା ସହ ବ୍ୟାପକ ଫସଲ ନଷ୍ଟ କରୁଥିବା ଲୋକେ ଅଭିଯୋଗ କରିଛନ୍ତିି । ମୃତ ଅର୍ଜୁନ ହାଁସଦାଙ୍କ ବୟସ ୬୫ ବର୍ଷ ହୋଇଥିବା ବେଳେ ତାଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବନ ବିଭାଗ କହିଛି ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

04 Oct 2021 By The Sakala

ହାତୀ ଦଳି ଦେବାରୁ ଜଣଙ୍କର ମୃତ୍ୟୁ

ବାରିପଦା : ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଥମିବାର ନାମ ନେଉନି ହାତୀ ଆତଙ୍କ। ହାତୀ ଆକ୍ରମଣରେ ପୁଣି ଆଉଏକ ଜୀବନ ଗଲା। ଆଜି ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଭଦୁଆଶୋଳ ଗ୍ରାମରେ। ଆଜି ଭୋରରୁ ଗ୍ରାମର ଅର୍ଜୁନ ହାଁସଦା ନିଜ ବିଲ୍କୁ ଯାଇଥିବା ବେଳେ ହାତୀ ହାବୁଡରେ ପଡି ଯାଇଥିଲେ । ସେଠାରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଗ୍ରାମବାସୀ ଖବର ଦେବାରୁ ବନ ବିଭାଗ କର୍ମଚାରୀ ମାନେ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ କରିଛନ୍ତି ।ଗତ କିଛି ଦିନ ହେଲା ଏକ ଝାଡଖଣ୍ଡି ହାତୀପଲ ଏହି ଅଂଚଳରେ ରହୁଥିବା ସହ ବ୍ୟାପକ ଫସଲ ନଷ୍ଟ କରୁଥିବା ଲୋକେ ଅଭିଯୋଗ କରିଛନ୍ତିି । ମୃତ ଅର୍ଜୁନ ହାଁସଦାଙ୍କ ବୟସ ୬୫ ବର୍ଷ ହୋଇଥିବା ବେଳେ ତାଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବନ ବିଭାଗ କହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର