ଡିସେମ୍ବର ୬ରେ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା: ଆଜିଠାରୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

The Sakala Picture
Published On

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ଆସନ୍ତା ଡିସେମ୍ବର ୬ ତାରିଖରେ ହେବ। ସକାଳ ୧୦ରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ। ଏଥିପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଆବେଦନ ପ୍ରକ୍ରିୟା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ତେବେ ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ଉକ୍ତ ପରୀକ୍ଷା ନିମନ୍ତେ ଆବେଦନ କରିପାରିବେ। […]

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ଆସନ୍ତା ଡିସେମ୍ବର ୬ ତାରିଖରେ ହେବ। ସକାଳ ୧୦ରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ। ଏଥିପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଆବେଦନ ପ୍ରକ୍ରିୟା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ତେବେ ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ଉକ୍ତ ପରୀକ୍ଷା ନିମନ୍ତେ ଆବେଦନ କରିପାରିବେ। ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଦ୍ବାରା ଛାତ୍ରଛାତ୍ରୀଙ୍କ ଦରଖାସ୍ତ ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅବେଦନ ପାଇଁ ଛାତ୍ରଛାତ୍ରୀଙ୍କୁ ୬୦ଟଙ୍କା ଦାଖଲ କରିବାକୁ ପଡ଼ିବ। ଆବେଦନ ନିମନ୍ତେ ସମସ୍ତ ନିୟମାବଳୀ ବୋର୍ଡ ୱେବ୍‌ସାଇଟ୍‌ରେ ଉପଲବ୍ଧ ରହିଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ବାଲ୍ୟ ବିବାହ ପାଇଁ ବଢ଼ୁଛି କିଶୋରୀ ମାତୃତ୍ୱ, ଶିକ୍ଷାରେ ପ୍ରତିବନ୍ଧକ ସାଜୁଛି ଇଲୋପମେଣ୍ଟ

05 Oct 2021 By The Sakala

ଡିସେମ୍ବର ୬ରେ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା: ଆଜିଠାରୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ଆସନ୍ତା ଡିସେମ୍ବର ୬ ତାରିଖରେ ହେବ। ସକାଳ ୧୦ରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ। ଏଥିପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଆବେଦନ ପ୍ରକ୍ରିୟା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ତେବେ ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ଉକ୍ତ ପରୀକ୍ଷା ନିମନ୍ତେ ଆବେଦନ କରିପାରିବେ। ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଦ୍ବାରା ଛାତ୍ରଛାତ୍ରୀଙ୍କ ଦରଖାସ୍ତ ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅବେଦନ ପାଇଁ ଛାତ୍ରଛାତ୍ରୀଙ୍କୁ ୬୦ଟଙ୍କା ଦାଖଲ କରିବାକୁ ପଡ଼ିବ। ଆବେଦନ ନିମନ୍ତେ ସମସ୍ତ ନିୟମାବଳୀ ବୋର୍ଡ ୱେବ୍‌ସାଇଟ୍‌ରେ ଉପଲବ୍ଧ ରହିଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି।

https://www.thesakala.in/latest-odisha-news/national-rural-scholarship-examination-on-december-6-students-can-apply-from-today/article-5876
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର