ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ

The Sakala Picture
Published On

ଭୁବନେଶ୍ୱର: ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ । ଆଜି ବିଧାନସଭାରେ ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ପିପିଲିର ନବ ନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କୁ ଶପଥ ପାଠ କରାଇଛନ୍ତି। ରୁଦ୍ର ମହାରଥୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ବାଚସ୍ପତି। ପିପିଲିର ନବ ନିର୍ବାଚିତ ବିଧାୟକ ରୁଦ୍ର ମହାରଥୀ । ପିପିଲି ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ହୋଇଥିବା ରୁଦ୍ର ମହାରଥୀ ୨୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ । […]

ଭୁବନେଶ୍ୱର: ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ । ଆଜି ବିଧାନସଭାରେ ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ପିପିଲିର ନବ ନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କୁ ଶପଥ ପାଠ କରାଇଛନ୍ତି। ରୁଦ୍ର ମହାରଥୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ବାଚସ୍ପତି। ପିପିଲିର ନବ ନିର୍ବାଚିତ ବିଧାୟକ ରୁଦ୍ର ମହାରଥୀ । ପିପିଲି ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ହୋଇଥିବା ରୁଦ୍ର ମହାରଥୀ ୨୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ । ବିଜୟୀ ପରେ ଆଜି ବିଧାୟକ ଭାବେ ଶପଥ ନେଇଛନ୍ତି ରୁଦ୍ର ମହାରଥୀ।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର