କେନାଲ ପାଖରେ ଖେଳୁଥିବା ବେଳେ ବୁଡ଼ିଗଲେ ୨ଶିଶୁ

The Sakala Picture
Published On

ପାରାଦୀପ: ପାରାଦୀପ ଅନ୍ତର୍ଗତ ଅଠରବାଙ୍ଗି ଲକପଡ଼ା ବସ୍ତିରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ତାଳଦଣ୍ଡା କେନାଲରେ ପଡ଼ି ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛଇ। ମୃତକମାନ ହେଲେ ଲକପଡ଼ାର ନୃସିଂହ ମିସ୍ତ୍ରୀଙ୍କ ୪ ବର୍ଷର ପୁଅ ଓ ବୁଦ୍ଧଦେବ ଦାସଙ୍କ ୪ ବର୍ଷର ଝିଅ । ସୂଚନା ଅନୁଯାୟୀ, ଉକ୍ତ ଦୁଇ ଶିଶୁ ତାଳଦଣ୍ଡା କେନାଲ ବନ୍ଧରେ ଖେଳୁଥିବା ବେଳେ ଖସି ପଡ଼ିଥିଲେ । ତେବେ ଏନେଇ କେହି କିଛି ଜାଣି ପାରି ନ ଥିଲେ । କିଛି […]

ପାରାଦୀପ: ପାରାଦୀପ ଅନ୍ତର୍ଗତ ଅଠରବାଙ୍ଗି ଲକପଡ଼ା ବସ୍ତିରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ତାଳଦଣ୍ଡା କେନାଲରେ ପଡ଼ି ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛଇ। ମୃତକମାନ ହେଲେ ଲକପଡ଼ାର ନୃସିଂହ ମିସ୍ତ୍ରୀଙ୍କ ୪ ବର୍ଷର ପୁଅ ଓ ବୁଦ୍ଧଦେବ ଦାସଙ୍କ ୪ ବର୍ଷର ଝିଅ ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ସୂଚନା ଅନୁଯାୟୀ, ଉକ୍ତ ଦୁଇ ଶିଶୁ ତାଳଦଣ୍ଡା କେନାଲ ବନ୍ଧରେ ଖେଳୁଥିବା ବେଳେ ଖସି ପଡ଼ିଥିଲେ । ତେବେ ଏନେଇ କେହି କିଛି ଜାଣି ପାରି ନ ଥିଲେ । କିଛି ସମୟ ପରେ ସେଠାରେ ଗାଧୋଉଥିବା ଲୋକ ଦୁହିଁଙ୍କୁ ଉଦ୍ଧାର କରିଥିଲେ । ଅଠରବାଙ୍କି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

06 Oct 2021 By The Sakala

କେନାଲ ପାଖରେ ଖେଳୁଥିବା ବେଳେ ବୁଡ଼ିଗଲେ ୨ଶିଶୁ

ପାରାଦୀପ: ପାରାଦୀପ ଅନ୍ତର୍ଗତ ଅଠରବାଙ୍ଗି ଲକପଡ଼ା ବସ୍ତିରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ତାଳଦଣ୍ଡା କେନାଲରେ ପଡ଼ି ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛଇ। ମୃତକମାନ ହେଲେ ଲକପଡ଼ାର ନୃସିଂହ ମିସ୍ତ୍ରୀଙ୍କ ୪ ବର୍ଷର ପୁଅ ଓ ବୁଦ୍ଧଦେବ ଦାସଙ୍କ ୪ ବର୍ଷର ଝିଅ ।

ସୂଚନା ଅନୁଯାୟୀ, ଉକ୍ତ ଦୁଇ ଶିଶୁ ତାଳଦଣ୍ଡା କେନାଲ ବନ୍ଧରେ ଖେଳୁଥିବା ବେଳେ ଖସି ପଡ଼ିଥିଲେ । ତେବେ ଏନେଇ କେହି କିଛି ଜାଣି ପାରି ନ ଥିଲେ । କିଛି ସମୟ ପରେ ସେଠାରେ ଗାଧୋଉଥିବା ଲୋକ ଦୁହିଁଙ୍କୁ ଉଦ୍ଧାର କରିଥିଲେ । ଅଠରବାଙ୍କି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।

https://www.thesakala.in/latest-odisha-news/two-child-drown-falling-in-taladanda-canal/article-5906
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର