ଆହୁରି ଶକ୍ତିଶାଳୀ ହେଉଛି ବିଜେଡ଼ି: ଧର୍ମଶାଳାରେ ବିଜେଡିର ମିଶ୍ରଣ ପର୍ବ, ଦଳରେ ମିଶିଲେ ଶତାଧିକ ବିଜେପି କର୍ମୀ

The Sakala Picture
Published On

ଚଣ୍ଡିଖୋଲ: ଆହୁରି ଶକ୍ତିଶାଳୀ ହେଉଛି ବିଜେଡ଼ି । ଯାଜପୁର ଜିଲ୍ଲା ଧର୍ମଶାଳାରେ ବିଜେଡିର ମିଶ୍ରଣ ପର୍ବ ହୋଇଛି। ଧର୍ମଶାଳା ନିର୍ବାଚନ ମଣ୍ଡଳିର ଶତାଧିକ ବିଜେପି କର୍ମୀ ବିଜେଡିରେ ସାମିଲ୍ ହୋଇଛନ୍ତି । ଯାଜପୁର ଜିଲ୍ଲା ଜାରକା ସ୍ଥିତ କଳ୍ପତରୁ ଦାସ ଷ୍ଟାଡିଅମ ପରିସରରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ପୂର୍ବରୁ ଧର୍ମଶାଳା ନିର୍ବାଚନ ମଣ୍ଡଳିର ବିଜେପି ବିଧାୟକ ପାର୍ଥୀ ରମେଶ ଚନ୍ଦ୍ର ପରିଡ଼ି ଓ ବହୁ ବିଜେପି କାର୍ଯ୍ଯକର୍ତ୍ତା ବିଜେଡିରେ ମିଶିଥିଲେ । ଆଜି […]

ଚଣ୍ଡିଖୋଲ: ଆହୁରି ଶକ୍ତିଶାଳୀ ହେଉଛି ବିଜେଡ଼ି । ଯାଜପୁର ଜିଲ୍ଲା ଧର୍ମଶାଳାରେ ବିଜେଡିର ମିଶ୍ରଣ ପର୍ବ ହୋଇଛି। ଧର୍ମଶାଳା ନିର୍ବାଚନ ମଣ୍ଡଳିର ଶତାଧିକ ବିଜେପି କର୍ମୀ ବିଜେଡିରେ ସାମିଲ୍ ହୋଇଛନ୍ତି । ଯାଜପୁର ଜିଲ୍ଲା ଜାରକା ସ୍ଥିତ କଳ୍ପତରୁ ଦାସ ଷ୍ଟାଡିଅମ ପରିସରରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ପୂର୍ବରୁ ଧର୍ମଶାଳା ନିର୍ବାଚନ ମଣ୍ଡଳିର ବିଜେପି ବିଧାୟକ ପାର୍ଥୀ ରମେଶ ଚନ୍ଦ୍ର ପରିଡ଼ି ଓ ବହୁ ବିଜେପି କାର୍ଯ୍ଯକର୍ତ୍ତା ବିଜେଡିରେ ମିଶିଥିଲେ ।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

ଆଜି ରମେଶ ଚନ୍ଦ୍ର ପରିଡ଼ାଙ୍କ ନେତୃତ୍ୱରେ ପାଖାପାଖି ୫ ଶହରୁ ଊର୍ଦ୍ଧ୍ୱ ବିଜେପି କର୍ମୀ ଧର୍ମଶାଳାର ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଛନ୍ତି । ଏହି ମିଶ୍ରଣ ଦଳକୁ ଆଗାମୀ ଦିନରେ ଆହୁରି ମଜଭୁତ୍ କରିବା ସହ ଧର୍ମଶାଳାର ବିକାଶର ଧାରାକୁ ଆହୁରି ଆଗକୁ ନେବ ବୋଲି କହିଛନ୍ତି ବିଧାୟକ ପ୍ରଣବ ବଳବନ୍ତରାୟ ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ଆହୁରି ପଢ଼ନ୍ତୁ: ନାବାଳିକାକୁ ପ୍ରେମ ବିବାହ କରିଥିଲେ, ପୋଲିସ ଗିରଫ ଭୟରେ ରଶିରେ ଝୁଲିପଡିଲେ ଯୁବକ !

08 Oct 2021 By The Sakala

ଆହୁରି ଶକ୍ତିଶାଳୀ ହେଉଛି ବିଜେଡ଼ି: ଧର୍ମଶାଳାରେ ବିଜେଡିର ମିଶ୍ରଣ ପର୍ବ, ଦଳରେ ମିଶିଲେ ଶତାଧିକ ବିଜେପି କର୍ମୀ

ଚଣ୍ଡିଖୋଲ: ଆହୁରି ଶକ୍ତିଶାଳୀ ହେଉଛି ବିଜେଡ଼ି । ଯାଜପୁର ଜିଲ୍ଲା ଧର୍ମଶାଳାରେ ବିଜେଡିର ମିଶ୍ରଣ ପର୍ବ ହୋଇଛି। ଧର୍ମଶାଳା ନିର୍ବାଚନ ମଣ୍ଡଳିର ଶତାଧିକ ବିଜେପି କର୍ମୀ ବିଜେଡିରେ ସାମିଲ୍ ହୋଇଛନ୍ତି । ଯାଜପୁର ଜିଲ୍ଲା ଜାରକା ସ୍ଥିତ କଳ୍ପତରୁ ଦାସ ଷ୍ଟାଡିଅମ ପରିସରରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ପୂର୍ବରୁ ଧର୍ମଶାଳା ନିର୍ବାଚନ ମଣ୍ଡଳିର ବିଜେପି ବିଧାୟକ ପାର୍ଥୀ ରମେଶ ଚନ୍ଦ୍ର ପରିଡ଼ି ଓ ବହୁ ବିଜେପି କାର୍ଯ୍ଯକର୍ତ୍ତା ବିଜେଡିରେ ମିଶିଥିଲେ ।

ଆଜି ରମେଶ ଚନ୍ଦ୍ର ପରିଡ଼ାଙ୍କ ନେତୃତ୍ୱରେ ପାଖାପାଖି ୫ ଶହରୁ ଊର୍ଦ୍ଧ୍ୱ ବିଜେପି କର୍ମୀ ଧର୍ମଶାଳାର ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଛନ୍ତି । ଏହି ମିଶ୍ରଣ ଦଳକୁ ଆଗାମୀ ଦିନରେ ଆହୁରି ମଜଭୁତ୍ କରିବା ସହ ଧର୍ମଶାଳାର ବିକାଶର ଧାରାକୁ ଆହୁରି ଆଗକୁ ନେବ ବୋଲି କହିଛନ୍ତି ବିଧାୟକ ପ୍ରଣବ ବଳବନ୍ତରାୟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର