ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳ: ଟପ୍ ୧୦ରେ ୭ପୁରୁଷ ୩ ମହିଳା, ମୋଟ ୧୫୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ

The Sakala Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳ (OAS) । ୨୦୧୯ OAS ପରୀକ୍ଷାରେ ଟପ୍ପର ହୋଇଛନ୍ତି ଅଶ୍ୱିନୀ କୁମାର ପଣ୍ଡା । ୨୫ ହଜାର ୭୮୦ ଜଣ ପରୀକ୍ଷା ଦେଇଥିବା ବେଳେ ୧୮ ଶହ ୮୦ ଜଣ ଲିଖିତ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ । ସେଥିରୁ ୧୬ ଶହ ୧୦ ଜଣ ପରୀକ୍ଷା ଦେଇଥିଲେ । ଯେଉଁଥିରୁ ମୋଟ ୧୫୩ ଜଣ କୃତକାର୍ଯ୍ଯ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬ […]

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳ (OAS) । ୨୦୧୯ OAS ପରୀକ୍ଷାରେ ଟପ୍ପର ହୋଇଛନ୍ତି ଅଶ୍ୱିନୀ କୁମାର ପଣ୍ଡା । ୨୫ ହଜାର ୭୮୦ ଜଣ ପରୀକ୍ଷା ଦେଇଥିବା ବେଳେ ୧୮ ଶହ ୮୦ ଜଣ ଲିଖିତ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ । ସେଥିରୁ ୧୬ ଶହ ୧୦ ଜଣ ପରୀକ୍ଷା ଦେଇଥିଲେ । ଯେଉଁଥିରୁ ମୋଟ ୧୫୩ ଜଣ କୃତକାର୍ଯ୍ଯ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬ ଜଣ ମହିଳା ଅଛନ୍ତି । ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୭ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଦ୍ୱିତୀୟରେ ଅଙ୍କୁର ଅଭିଳାଷ, ତୃତୀୟରେ ରଶ୍ମିରେଖା ପାତ୍ର ଥିବା ବେଳେ ଚତୁର୍ଥ, ପଞ୍ଚମ ସ୍ଥାନରେ ସୌମ୍ୟରଞ୍ଜନ ପ୍ରଧାନ ଓ ସିଦ୍ଧେଶ୍ୱର ନାୟକ ରହିଛନ୍ତି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

[wp-embedder-pack width=”100%” height=”400px” download=”all” download-text=”” attachment_id=”23981″ /]

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

08 Oct 2021 By The Sakala

ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳ: ଟପ୍ ୧୦ରେ ୭ପୁରୁଷ ୩ ମହିଳା, ମୋଟ ୧୫୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳ (OAS) । ୨୦୧୯ OAS ପରୀକ୍ଷାରେ ଟପ୍ପର ହୋଇଛନ୍ତି ଅଶ୍ୱିନୀ କୁମାର ପଣ୍ଡା । ୨୫ ହଜାର ୭୮୦ ଜଣ ପରୀକ୍ଷା ଦେଇଥିବା ବେଳେ ୧୮ ଶହ ୮୦ ଜଣ ଲିଖିତ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ । ସେଥିରୁ ୧୬ ଶହ ୧୦ ଜଣ ପରୀକ୍ଷା ଦେଇଥିଲେ । ଯେଉଁଥିରୁ ମୋଟ ୧୫୩ ଜଣ କୃତକାର୍ଯ୍ଯ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬ ଜଣ ମହିଳା ଅଛନ୍ତି । ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୭ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଦ୍ୱିତୀୟରେ ଅଙ୍କୁର ଅଭିଳାଷ, ତୃତୀୟରେ ରଶ୍ମିରେଖା ପାତ୍ର ଥିବା ବେଳେ ଚତୁର୍ଥ, ପଞ୍ଚମ ସ୍ଥାନରେ ସୌମ୍ୟରଞ୍ଜନ ପ୍ରଧାନ ଓ ସିଦ୍ଧେଶ୍ୱର ନାୟକ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର