ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆସନ୍ତା ୧୧ରୁ ଟ୍ୱିନସିଟିରେ କଡାକଡି ହେବ ନାଇଟ କର୍ଫ୍ୟୁ, ଅପରାଧୀଙ୍କ ଉପରେ ରହିବ କଡା ନଜର

The Sakala Picture
Published On

ଭୁବନେଶ୍ୱର: ଆଗକୁ ଆସୁଛି ପାର୍ବଣ ଋତୁ । ଟ୍ୱିନସିଟିରେ ଭିଡ ବଢିବାର ଯଥେଷ୍ଟ ସମ୍ଭାବନା ଅଛି । ଏହାସହିତ ବର୍ତ୍ତମାନ ସମୟରେ କଟକ -ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହୁଛି । ଏହାକୁ ଦୃଷ୍ଟିରେ ରଖି ପାର୍ବଣରେ ଭିଡ ହ୍ରାସ ପାଇଁ ଆସନ୍ତା ୧୧ ତାରିଖରୁ ଟ୍ୱିନସିଟିରେ ନାଇଟ୍ କର୍ଫ୍ୟୁ ଅବଧି ବୃଦ୍ଧି ହେବାକୁ ଯାଉଛି । ୨୦ ତାରିଖ ଯାଏଁ ନାଇଟ କର୍ଫ୍ୟୁ ରାତି ୮ଟାରୁ ଆରମ୍ଭ ହୋଇ ସକାଳ ୫ଟା ଯାଏଁ ରହିବ । […]

ଭୁବନେଶ୍ୱର: ଆଗକୁ ଆସୁଛି ପାର୍ବଣ ଋତୁ । ଟ୍ୱିନସିଟିରେ ଭିଡ ବଢିବାର ଯଥେଷ୍ଟ ସମ୍ଭାବନା ଅଛି । ଏହାସହିତ ବର୍ତ୍ତମାନ ସମୟରେ କଟକ -ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହୁଛି । ଏହାକୁ ଦୃଷ୍ଟିରେ ରଖି ପାର୍ବଣରେ ଭିଡ ହ୍ରାସ ପାଇଁ ଆସନ୍ତା ୧୧ ତାରିଖରୁ ଟ୍ୱିନସିଟିରେ ନାଇଟ୍ କର୍ଫ୍ୟୁ ଅବଧି ବୃଦ୍ଧି ହେବାକୁ ଯାଉଛି । ୨୦ ତାରିଖ ଯାଏଁ ନାଇଟ କର୍ଫ୍ୟୁ ରାତି ୮ଟାରୁ ଆରମ୍ଭ ହୋଇ ସକାଳ ୫ଟା ଯାଏଁ ରହିବ । ଏହି ସମୟ ମଧ୍ୟରେ ଅମାନିଆଙ୍କ ଉପରେ କଡା ନଜର ରଖାଯିବ । କଟକଣା ନମାନିଲେ କାର୍ଯ୍ୟନୁଷ୍ଠାନ, ଆବଶ୍ୟକ ପଡ଼ିଲେ ଗିରଫ କରାଯିବ ବୋଲି ସିପି କହିଛନ୍ତି ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଅପରାଧୀମାନେ ପୋଲିସ ରାଡାରରେ ରହିବେ । ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁଲିସ କମିଶନର ଚେତାବନୀ ଦେଇଛନ୍ତି। ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡାକଡି ଭାବେ ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ । ଦାଦାବଟି ଆଦାୟ କରୁଥିବା ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି । ଦୁ୍‌ର୍ଗାପୂଜା ବେଳେ ସତର୍କ ରହିବା ସହ କୋଭିଡ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ପୋଲିସ କମିଶନର । ଆଜି ସାମ୍ବାଦିକ ସମ୍ମିଳନୀରେ କିଛି ଏଭଳି ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଆହୁରି ପଢ଼ନ୍ତୁ: ପତ୍ନୀ ଓ ଶାଳକ ଲଗାଇଦେଇଥିଲେ ନିଆଁ ! ଏମ୍ସରେ କନଷ୍ଟେବଳ ଆଶୁତୋଷ ମୃଦୁଙ୍ଗିଆଙ୍କ ପରଲୋକ, ସିବିଆଇ ତଦନ୍ତ ଦାବି

09 Oct 2021 By The Sakala

ଆସନ୍ତା ୧୧ରୁ ଟ୍ୱିନସିଟିରେ କଡାକଡି ହେବ ନାଇଟ କର୍ଫ୍ୟୁ, ଅପରାଧୀଙ୍କ ଉପରେ ରହିବ କଡା ନଜର

ଭୁବନେଶ୍ୱର: ଆଗକୁ ଆସୁଛି ପାର୍ବଣ ଋତୁ । ଟ୍ୱିନସିଟିରେ ଭିଡ ବଢିବାର ଯଥେଷ୍ଟ ସମ୍ଭାବନା ଅଛି । ଏହାସହିତ ବର୍ତ୍ତମାନ ସମୟରେ କଟକ -ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହୁଛି । ଏହାକୁ ଦୃଷ୍ଟିରେ ରଖି ପାର୍ବଣରେ ଭିଡ ହ୍ରାସ ପାଇଁ ଆସନ୍ତା ୧୧ ତାରିଖରୁ ଟ୍ୱିନସିଟିରେ ନାଇଟ୍ କର୍ଫ୍ୟୁ ଅବଧି ବୃଦ୍ଧି ହେବାକୁ ଯାଉଛି । ୨୦ ତାରିଖ ଯାଏଁ ନାଇଟ କର୍ଫ୍ୟୁ ରାତି ୮ଟାରୁ ଆରମ୍ଭ ହୋଇ ସକାଳ ୫ଟା ଯାଏଁ ରହିବ । ଏହି ସମୟ ମଧ୍ୟରେ ଅମାନିଆଙ୍କ ଉପରେ କଡା ନଜର ରଖାଯିବ । କଟକଣା ନମାନିଲେ କାର୍ଯ୍ୟନୁଷ୍ଠାନ, ଆବଶ୍ୟକ ପଡ଼ିଲେ ଗିରଫ କରାଯିବ ବୋଲି ସିପି କହିଛନ୍ତି ।

ଅପରାଧୀମାନେ ପୋଲିସ ରାଡାରରେ ରହିବେ । ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁଲିସ କମିଶନର ଚେତାବନୀ ଦେଇଛନ୍ତି। ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡାକଡି ଭାବେ ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ । ଦାଦାବଟି ଆଦାୟ କରୁଥିବା ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି । ଦୁ୍‌ର୍ଗାପୂଜା ବେଳେ ସତର୍କ ରହିବା ସହ କୋଭିଡ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ପୋଲିସ କମିଶନର । ଆଜି ସାମ୍ବାଦିକ ସମ୍ମିଳନୀରେ କିଛି ଏଭଳି ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର