ଦୁର୍ଗା ପୂଜା ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, କୋଭିଡ ନିୟମ ମାନି ମା’ଙ୍କ ପୂଜା କରିବାକୁ ରାଜ୍ୟବାସୀଙ୍କୁ ଆହ୍ୱାନ

The Sakala Picture
Published On

ଭୁବନେଶ୍ୱର : ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ନିୟମକୁ ମାନି ସୁରକ୍ଷିତ ଭାବେ ମା’ଙ୍କ ପୂଜାରେ ସାମିଲ ହେବା ପାଇଁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । […]

ଭୁବନେଶ୍ୱର : ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ନିୟମକୁ ମାନି ସୁରକ୍ଷିତ ଭାବେ ମା’ଙ୍କ ପୂଜାରେ ସାମିଲ ହେବା ପାଇଁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

12 Oct 2021 By The Sakala

ଦୁର୍ଗା ପୂଜା ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, କୋଭିଡ ନିୟମ ମାନି ମା’ଙ୍କ ପୂଜା କରିବାକୁ ରାଜ୍ୟବାସୀଙ୍କୁ ଆହ୍ୱାନ

ଭୁବନେଶ୍ୱର : ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ନିୟମକୁ ମାନି ସୁରକ୍ଷିତ ଭାବେ ମା’ଙ୍କ ପୂଜାରେ ସାମିଲ ହେବା ପାଇଁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

https://www.thesakala.in/latest-odisha-news/cm-naveen-patnaik-wished-the-people-of-the-state-on-durga-puja/article-6047
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର