ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ #ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି | ଯାହା ଆଗାମୀ #୨୪ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି #ଦକ୍ଷିଣଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି | ପ୍ରଭାବରେ ରାଜ୍ୟରେ […]

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟରେ କୁହାଯାଇଛିଯେ , ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଉ ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

14 Oct 2021 By The Sakala

ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟରେ କୁହାଯାଇଛିଯେ , ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଉ ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

https://www.thesakala.in/latest-odisha-news/weather-update-chance-of-heavy-rain-on-the-16th-and-17th-oct/article-6093
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର