ଚିକିତ୍ସା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଛି ସ୍ମାର୍ଟ ହେଲଥ କାର୍ଡ, ମାସକ ମଧ୍ୟରେ ମାଗଣା ଚିକିତ୍ସା ପାଇ ସୁସ୍ଥ ହେଲେ ସୁନ୍ଦରଗଡ ଜିଲ୍ଲାର ୫୦୦ରୁ ଅଧିକରୋଗୀ

The Sakala Picture
Published On

ସୁନ୍ଦରଗଡ଼ : ଅର୍ଥ ଅଭାବରୁ କାହାର ଜୀବନ ଯିବ ନାହିଁ । ଚିକିତ୍ସା ପାଇଁ ଜମିବାଡ଼ି, ଗହଣା ବିକିବାକୁ ପଡ଼ିବ ନାହିଁ। କେବଳ ଗୋଟିଏ କାର୍ଡ ଦେଖାଇଲେ ମାଗଣାରେ ମିଳିବ ଚିକିତ୍ସା ସୁବିଧା । ସରକାରୀ ହସ୍ପିଟାଲରୁ ଆରମ୍ଭ କରି ବେସରକାରୀ ହସ୍ପିଟାଲ, ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇବେ ରାଜ୍ୟର ଗରିବ ଲୋକ । ଟଙ୍କିକିଆ ଚାଉଳ, ଆହାର ଭଳି ନବୀନଙ୍କ ଜନକଲ୍ୟାଣକାରୀ ଯୋଜନା ଭିତରୁ ଅନ୍ୟତମ ଯୋଜନା ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା […]

ସୁନ୍ଦରଗଡ଼ : ଅର୍ଥ ଅଭାବରୁ କାହାର ଜୀବନ ଯିବ ନାହିଁ । ଚିକିତ୍ସା ପାଇଁ ଜମିବାଡ଼ି, ଗହଣା ବିକିବାକୁ ପଡ଼ିବ ନାହିଁ। କେବଳ ଗୋଟିଏ କାର୍ଡ ଦେଖାଇଲେ ମାଗଣାରେ ମିଳିବ ଚିକିତ୍ସା ସୁବିଧା । ସରକାରୀ ହସ୍ପିଟାଲରୁ ଆରମ୍ଭ କରି ବେସରକାରୀ ହସ୍ପିଟାଲ, ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇବେ ରାଜ୍ୟର ଗରିବ ଲୋକ । ଟଙ୍କିକିଆ ଚାଉଳ, ଆହାର ଭଳି ନବୀନଙ୍କ ଜନକଲ୍ୟାଣକାରୀ ଯୋଜନା ଭିତରୁ ଅନ୍ୟତମ ଯୋଜନା ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର  ୯୬ ଲକ୍ଷ ପରିବାର ପାଖରେ ପହଞ୍ଚିବ। ନିଜେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ ସଞ୍ଜିବନୀ କୁହାଯାଉଥିବା ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡର ବଣ୍ଟନ କରୁଛନ୍ତି। ପ୍ରଥରେ ମାଲକାନାଗିରି ପରେ ସୁନ୍ଦରଗଡ଼, ବଲାଙ୍ଗିର, ଗଜପତି, ଦେବଗଡ଼, ପୁରୀ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନିଜେ ହିତାଧିକାରୀଙ୍କୁ ଦେଇଛନ୍ତି ସ୍ମାର୍ଟ କାର୍ଡ଼ । କେବଳ ସେତିକି ନୁହେଁ, ଗାଁ ଗାଁରେ ସ୍ୱତନ୍ତ୍ର କ୍ୟାମ୍ପ କରି ସମସ୍ତଙ୍କ ପାଖରେ କାର୍ଡ଼ ପହଞ୍ଚାଇବା ପାଇଁ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଅଧିକାରୀଙ୍କୁ ତାଗିଦ୍ ବି କରିଛନ୍ତି । ସ୍ମାର୍ଟ କାର୍ଡ଼ର ଫାଇଦା ବି ଲୋକଙ୍କୁ ମିଳିଛି । ସ୍ମାର୍ଟ କାର୍ଡ଼ ଜରିଆରେ ଅନେକ ଗରିବ ଲୋକ ଉନ୍ନତ ଚିକିତ୍ସା ପାଇବାରେ ସକ୍ଷମ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ଏହାରି ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ଏକ ଖୁସି ଖବର ଆସିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବାର ଏକ ମାସ ମଧ୍ୟରେ ଏହି ଜିଲ୍ଲା ପାଞ୍ଚ ଶହରୁ ଅଧିକ ରୋଗୀ ଏହି ଯୋଜନାର ଲାଭ ଉଠାଇବା ସହ ମାଗଣାରେ ବିଭିନ୍ନ ବଡ ବଡ ମେଡିକାଲରୁ ସୁସ୍ଥ ହୋଇ ଫେରିଛନ୍ତି ।ରାଉରକେଲା ସହରର ଦୁଇଟି ଘରୋଇ ହସ୍ପିଟାଲ ଓ ଭୁବନେଶ୍ୱରର ଦୁଇଟି ଘରୋଇ ହସ୍ପିଟାଲରେ ରୋଗୀମାନେ ମାଗଣାରେ ଚିକିତ୍ସିତ ହୋଇ ସୁସ୍ଥ ହୋଇ ଫେରିଛନ୍ତି। ଗତମାସ ୧୪ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାରେ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ଯାହା ପରେ ଉନ୍ନତ ସ୍ବାସ୍ଥ୍ୟସେବା ଆବଶ୍ୟକ କରୁଥିବା ଲୋକ ଏହି ସ୍ୱାସ୍ଥ୍ୟ କ୍ଷେତ୍ରରେ ସଞ୍ଜିବନୀ କୁହାଯାଉଥିବା ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ନେଇ ବଡ ବଡ ମେଡିକାଲରେ ଚିକିତ୍ସିତ ହେବା ସହ ସୁସ୍ଥ ହୋଇ ଫେରିଛନ୍ତି। ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ସହାୟତାରେ ସୁସ୍ଥ ହୋଇ ଫେରିଥିବା ୫ଶହରୁ ଅଧିକ ରୋଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥି ସହିତ ସୁନ୍ଦରଗଡ ଜିଲ୍ଲାର ରୋଗୀମାନେ କିପରି ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡରେ ଆହୁରି ସହାୟତା ପାଇବେ ଏବଂ ମେଡିକାଲରେ ଯେପରି ତାଙ୍କର କିଛି ଅସୁବିଧା ନହୁଏ ସେଥିପ୍ରତି ଗୁରୁତ୍ବ ଦେଇ ଜିଲ୍ଲାର ରୋଗୀଙ୍କ ପାଇଁ ଟୋଲ ଫ୍ରି ନମ୍ବର ଓ କଲ ସେଣ୍ଟର ସୁବିଧା କରାଯାଇଛି। ଆଗକୁ ମଧ୍ୟ ଗରିବ ଲୋକମାନେ କିପରି ଏହି ଯୋଜନାର ଲାଭ ଉଠାଇବେ ସେଥିପ୍ରତି ଜିଲ୍ଲାର ପ୍ରଶାସନ ଯତ୍ନବାନ ରହିଥିବା କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

17 Oct 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର