ବର୍ଷା ଓ ବଜ୍ରପାତ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରୋ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୭ଜିଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା। ଏହି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ଲୋକମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ସେହିଭଳି […]

ଭୁବନେଶ୍ୱର: ରାଜ୍ଯରୋ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୭ଜିଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା। ଏହି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ଲୋକମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଶାର ୨ ଯୁବ ଆଥଲେଟଙ୍କ ମୃତ୍ୟୁ

ସେହିଭଳି ଆଜି ମଧ୍ୟ ଶିମିଳିପାଳ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଥିବା ଉଭୟ ରାଡ଼ାର ଏବଂ ସାଟେଲାଇଟ ଦ୍ୱାରା ଉତ୍ତୋଳନ ହୋଇଥିବା ଚିତ୍ରରୁ ସ୍ପଷ୍ଟ ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ତାରିଖ ଯାଏ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର