ମମିତା ମେହେର ହତ୍ୟା ମାମଲା : ୫ ଦିନିଆ ରିମାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ

The Sakala Picture
Published On

ବଲାଙ୍ଗୀର : ବହୁଚର୍ଚ୍ଚିତ ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ଆଜି ଗୋବିନ୍ଦ ସାହୁକୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରି ରିମାଣ୍ଡ ପାଇଁ ଆବେଦନ କରିଥିଲା ପୁଲିସ । କୋର୍ଟ ୫ ଦିନିଆ ରିମାଣ୍ଡ ପାଇଁ ପୋଲିସକୁ ଅନୁମତି ଦେଇଛନ୍ତି । ତାକୁ ଏହି ମାମଲାରେ ଅଧିକ ଜେରା କରାଯିବ । ସନସାଇନ ପବ୍ଲିକ ସ୍କୁଲର ମାଲିକ ଗୋବିନ୍ଦ ସାହୁର […]

ବଲାଙ୍ଗୀର : ବହୁଚର୍ଚ୍ଚିତ ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ଆଜି ଗୋବିନ୍ଦ ସାହୁକୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରି ରିମାଣ୍ଡ ପାଇଁ ଆବେଦନ କରିଥିଲା ପୁଲିସ । କୋର୍ଟ ୫ ଦିନିଆ ରିମାଣ୍ଡ ପାଇଁ ପୋଲିସକୁ ଅନୁମତି ଦେଇଛନ୍ତି । ତାକୁ ଏହି ମାମଲାରେ ଅଧିକ ଜେରା କରାଯିବ । ସନସାଇନ ପବ୍ଲିକ ସ୍କୁଲର ମାଲିକ ଗୋବିନ୍ଦ ସାହୁର ପରକୀୟା ପ୍ରୀତି ଓ ଅନ୍ୟ କଳା କାରନାମା ସଂପର୍କରେ ମମିତା ଜାଣିଥିବାରୁ ତାଙ୍କୁ ସେ ହତ୍ୟା କରିଥିଲା ବୋଲି ଉତ୍ତରାଂଚଳ ଡିଆଇଡି ଦୀପକ କୁମାର ପ୍ରେସମିଟରେ ଖୁଲାସା କରିଥିଲେ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

କାର ଭିତରେ ମମିତାଙ୍କୁ ହତ୍ୟା କରିଥିଲେ ଗୋବିନ୍ଦ । ଭବାନୀପାଟଣାରୁ ମାର୍କେଟିଂ ସାରି ମହାଲିଙ୍ଗ ସନସାଇନ ସ୍କୁଲକୁ ଯିବା ବାଟରେ କୁଦାସୀରା-ବୋଡ଼ା ରାସ୍ତାରେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିଲେ । ହତ୍ୟା ପରେ ଗାତରେ ଶବକୁ ପୋଡ଼ା ଯିବା ପରେ ପୋତି ଦେଇଥିଲେ । ଏନେଇ ପୁଲିସ ଆଗରେ ଗୋବିନ୍ଦ ମାନିଥିବା ଜଣାପଡ଼ିଛି । ଗୋବିନ୍ଦଙ୍କ କାରରେ କଟା ଦାଗ ଥିବାରୁ ମମିତାଙ୍କୁ ମାରିବା ପାଇଁ ଛୁରୀ ବ୍ୟବହାର ହୋଇଥିବା ପୁଲିସ ସନ୍ଦେହ କରୁଛି । ଗତକାଲି ଅପରାହ୍ନରେ ବଙ୍ଗୋମୁଣ୍ଡା ବ୍ଲକ ବୁଢ଼ିପଦରରୁ ଗୋବିନ୍ଦଙ୍କୁ ଗିରଫ କରିଥିଲା ପୁୁଲିସ

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

20 Oct 2021 By The Sakala

ମମିତା ମେହେର ହତ୍ୟା ମାମଲା : ୫ ଦିନିଆ ରିମାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ

ବଲାଙ୍ଗୀର : ବହୁଚର୍ଚ୍ଚିତ ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ଆଜି ଗୋବିନ୍ଦ ସାହୁକୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରି ରିମାଣ୍ଡ ପାଇଁ ଆବେଦନ କରିଥିଲା ପୁଲିସ । କୋର୍ଟ ୫ ଦିନିଆ ରିମାଣ୍ଡ ପାଇଁ ପୋଲିସକୁ ଅନୁମତି ଦେଇଛନ୍ତି । ତାକୁ ଏହି ମାମଲାରେ ଅଧିକ ଜେରା କରାଯିବ । ସନସାଇନ ପବ୍ଲିକ ସ୍କୁଲର ମାଲିକ ଗୋବିନ୍ଦ ସାହୁର ପରକୀୟା ପ୍ରୀତି ଓ ଅନ୍ୟ କଳା କାରନାମା ସଂପର୍କରେ ମମିତା ଜାଣିଥିବାରୁ ତାଙ୍କୁ ସେ ହତ୍ୟା କରିଥିଲା ବୋଲି ଉତ୍ତରାଂଚଳ ଡିଆଇଡି ଦୀପକ କୁମାର ପ୍ରେସମିଟରେ ଖୁଲାସା କରିଥିଲେ ।

କାର ଭିତରେ ମମିତାଙ୍କୁ ହତ୍ୟା କରିଥିଲେ ଗୋବିନ୍ଦ । ଭବାନୀପାଟଣାରୁ ମାର୍କେଟିଂ ସାରି ମହାଲିଙ୍ଗ ସନସାଇନ ସ୍କୁଲକୁ ଯିବା ବାଟରେ କୁଦାସୀରା-ବୋଡ଼ା ରାସ୍ତାରେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିଲେ । ହତ୍ୟା ପରେ ଗାତରେ ଶବକୁ ପୋଡ଼ା ଯିବା ପରେ ପୋତି ଦେଇଥିଲେ । ଏନେଇ ପୁଲିସ ଆଗରେ ଗୋବିନ୍ଦ ମାନିଥିବା ଜଣାପଡ଼ିଛି । ଗୋବିନ୍ଦଙ୍କ କାରରେ କଟା ଦାଗ ଥିବାରୁ ମମିତାଙ୍କୁ ମାରିବା ପାଇଁ ଛୁରୀ ବ୍ୟବହାର ହୋଇଥିବା ପୁଲିସ ସନ୍ଦେହ କରୁଛି । ଗତକାଲି ଅପରାହ୍ନରେ ବଙ୍ଗୋମୁଣ୍ଡା ବ୍ଲକ ବୁଢ଼ିପଦରରୁ ଗୋବିନ୍ଦଙ୍କୁ ଗିରଫ କରିଥିଲା ପୁୁଲିସ

https://www.thesakala.in/latest-odisha-news/mamita-meher-murder-case-govind-sahu-the-main-accused-in-the-five-day-remand/article-6238
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର