କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ

The Sakala Picture
Published On

ଭୁବନେଶ୍ୱର: ଓଡିଶା କଂଗ୍ରେସକୁ ଲାଗିଛି ବଡ ଝଟକା । ଶେଷରେ ସବୁ ଆଶଙ୍କାର ଅନ୍ତ ଘଟିଛି । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବରିଷ୍ଠ ନେତା ତଥା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦେଲେ ଇସ୍ତଫାପତ୍ର । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍ କିଛି ଦିନ ହେବ ଚର୍ଚ୍ଚା ହେଉଥିଲା । କିନ୍ତୁ ସେ ଏହାକୁ ଅସ୍ୱୀକାର କରିଆସୁଥିଲେ । ଅତି ଦୁଃଖ ଓ […]

ଭୁବନେଶ୍ୱର: ଓଡିଶା କଂଗ୍ରେସକୁ ଲାଗିଛି ବଡ ଝଟକା । ଶେଷରେ ସବୁ ଆଶଙ୍କାର ଅନ୍ତ ଘଟିଛି । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବରିଷ୍ଠ ନେତା ତଥା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦେଲେ ଇସ୍ତଫାପତ୍ର । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍ କିଛି ଦିନ ହେବ ଚର୍ଚ୍ଚା ହେଉଥିଲା । କିନ୍ତୁ ସେ ଏହାକୁ ଅସ୍ୱୀକାର କରିଆସୁଥିଲେ । ଅତି ଦୁଃଖ ଓ କଷ୍ଟର ସହ ସେ ଏହି ନିଷ୍ପତ୍ତି ନେଇଥିବା ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଦଳରେ ଏବେ ଜନସେବାର ସୁଯୋଗ ନଥିବାରୁ ସେ ଇସ୍ତଫା ଦେଇଥିବା କହିଛନ୍ତି।

ଆହୁରି ପଢ଼ନ୍ତୁ: ମନ୍ଦ ଉଦ୍ଦେଶ୍ୟରେ ଆସିଥିବା ଡିଲିମିଟେସନ ବିଲ୍‌ କାଟ୍‌ ଖାଇଲା: ବିଜେଡି

22 Oct 2021 By The Sakala

କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର: ଓଡିଶା କଂଗ୍ରେସକୁ ଲାଗିଛି ବଡ ଝଟକା । ଶେଷରେ ସବୁ ଆଶଙ୍କାର ଅନ୍ତ ଘଟିଛି । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବରିଷ୍ଠ ନେତା ତଥା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦେଲେ ଇସ୍ତଫାପତ୍ର । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍ କିଛି ଦିନ ହେବ ଚର୍ଚ୍ଚା ହେଉଥିଲା । କିନ୍ତୁ ସେ ଏହାକୁ ଅସ୍ୱୀକାର କରିଆସୁଥିଲେ । ଅତି ଦୁଃଖ ଓ କଷ୍ଟର ସହ ସେ ଏହି ନିଷ୍ପତ୍ତି ନେଇଥିବା ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଦଳରେ ଏବେ ଜନସେବାର ସୁଯୋଗ ନଥିବାରୁ ସେ ଇସ୍ତଫା ଦେଇଥିବା କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର