ଦୀପାବଳିରେ ବନ୍ଦ ରହିବ ଜଗା ଦର୍ଶନ, ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ଧାରା

The Sakala Picture
Published On

ପୁରୀ: ଆସନ୍ତା ୪ ତାରିଖରେ ଅର୍ଥାତ ଦୀପାବଳି ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥି ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡବଡିଆ ଡାକିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକତ୍ରିତ ହୋଇ କାଉଡିଆ କାଠ ଜାଳିଥାନ୍ତି। ତେବେ କୋଭିଡ୍ ସଂକ୍ରମଣ ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ କାଉଡିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି। ଏଥିସହ […]

ପୁରୀ: ଆସନ୍ତା ୪ ତାରିଖରେ ଅର୍ଥାତ ଦୀପାବଳି ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥି ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡବଡିଆ ଡାକିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକତ୍ରିତ ହୋଇ କାଉଡିଆ କାଠ ଜାଳିଥାନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ତେବେ କୋଭିଡ୍ ସଂକ୍ରମଣ ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ କାଉଡିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି। ଏଥିସହ କାଳିପୂଜା ଅବସରରେ ୪ ଓ ୫ ତାରିଖରେ ବୀରଗୋବିନ୍ଦପୁରସ୍ଥିତ ଦକ୍ଷିଣକାଳୀ ପୀଠରେ ୧୪୪ଧାରା ଜାରି କରାଯିବ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର