ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ଼ ଘୋଷଣା: ଏଣିକି ସଡ଼କ ଦୁର୍ଘଟଣାର ୪୮ ଘଣ୍ଟା ମଧ୍ୟରେ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର
ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ଼ ଘୋଷଣା । ଏଣିକି ସଡ଼କ ଦୁର୍ଘଟଣାର ୪୮ ଘଣ୍ଟା ମଧ୍ୟରେ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବାରୁ ଏ ନେଇ ଚିନ୍ତାପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ବିଶେଷକରି ଦୁର୍ଘଟଣାର ପ୍ରଥମ ୪୮ […]
ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ଼ ଘୋଷଣା । ଏଣିକି ସଡ଼କ ଦୁର୍ଘଟଣାର ୪୮ ଘଣ୍ଟା ମଧ୍ୟରେ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବାରୁ ଏ ନେଇ ଚିନ୍ତାପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ବିଶେଷକରି ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ । ଏଣୁ ଦୁର୍ଘଟଣାରେ ଗୁରୁତରଙ୍କ ଚିକିତ୍ସା ଲାଗି ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ପ୍ରଥମ ୪୮ ଘଣ୍ଟାରେ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ପାଇପାରିବେ । ଏଥିଲାଗି ସେମାନଙ୍କୁ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବନି କି, ଟଙ୍କା ଯୋଗାଡ଼ କରିବା ନେଇ ଚିନ୍ତା କରିବାକୁ ପଡ଼ିବନାହିଁ ।