ମହାରଥୀଙ୍କ ପରିବାରରୁ ଜଣଙ୍କୁ ପ୍ରାର୍ଥୀ କରିବାକୁ ଚାହୁଁଛନ୍ତି ପିପିଲିବାସୀ : ସମୀର ରଞ୍ଜନ ଦାସ

The Sakala Picture
Published On

ଭୁବନେଶ୍ବର : ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପରିବାରରୁ ଜଣଙ୍କୁ ପ୍ରାର୍ଥୀ କରିବାକୁ ପିପିଲିବାସୀ ଚାହୁଁଛନ୍ତି । ପିିପିଲି ଉପନିର୍ବାଚନ ନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ଲୋକେ ମହାରଥୀଙ୍କ ପରିବାରର ଜଣେ ସଦସ୍ୟଙ୍କୁ ପ୍ରାର୍ଥୀ ଭାବେ ଦେଖିବାକୁ ଚାହୁଁଛନ୍ତି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। ଆଜି ଏନେଇ ଗଣମାଧ୍ୟମ ପ୍ରତିନିଧୀଙ୍କ ପ୍ରଶ୍ନର ଉତ୍ତର ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ପିପିଲି ମୋ ପାଖ […]

ଭୁବନେଶ୍ବର : ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପରିବାରରୁ ଜଣଙ୍କୁ ପ୍ରାର୍ଥୀ କରିବାକୁ ପିପିଲିବାସୀ ଚାହୁଁଛନ୍ତି । ପିିପିଲି ଉପନିର୍ବାଚନ ନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ଲୋକେ ମହାରଥୀଙ୍କ ପରିବାରର ଜଣେ ସଦସ୍ୟଙ୍କୁ ପ୍ରାର୍ଥୀ ଭାବେ ଦେଖିବାକୁ ଚାହୁଁଛନ୍ତି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

ଆଜି ଏନେଇ ଗଣମାଧ୍ୟମ ପ୍ରତିନିଧୀଙ୍କ ପ୍ରଶ୍ନର ଉତ୍ତର ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ପିପିଲି ମୋ ପାଖ ନିର୍ବାଚନ ହୋଇଥିବାରୁ ମୁ ଲୋକଙ୍କ ସହ ସମ୍ପର୍କରେ ଅଛି। ସଭାସମୀତି କରୁଛି। ମହାରଥୀ ପରିବାରର ଜଣଙ୍କୁ ପ୍ରାର୍ଥୀ କରିବା ପାଇଁ ଲୋକ ମତାମତ ଦେଉଛନ୍ତି। ନିର୍ବାଚନମଣ୍ଡଳୀ ପାଇଁ ପ୍ରଦୀପ ମହାରଥୀଙ୍କ ର ବିଶେଷ ଅବଦାନ ରହିଥିବାରୁ ତାଙ୍କ ପରିବାରର ଜଣଙ୍କୁ ପ୍ରାର୍ଥୀ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ରହିଛି ବୋଲି ସମୀର ରଞ୍ଜନ ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର