ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା

The Sakala Picture
Published On

ଭୁବନେଶ୍ୱର:  ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା । ସୁର ଏବଂ ତାଙ୍କ ପତ୍ନୀ ଉଭୟେ କୋଭିଡ଼ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ମେଡ଼ିକାଲରେ କୋଭିଡ଼ ପରୀକ୍ଷା କରାଇବା ପରେ ତାଙ୍କ ଠାରେ କରୋନା ପଜିଟିଭ ଥିବା ଜଣାପଡିଥିଲା । ତେବେ ବର୍ତ୍ତମାନ ବିଧାୟକ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀଙ୍କୁ କ୍ୱାରେଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଡାକ୍ତର । ବିଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିଲେ । […]

ଭୁବନେଶ୍ୱର:  ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା । ସୁର ଏବଂ ତାଙ୍କ ପତ୍ନୀ ଉଭୟେ କୋଭିଡ଼ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ମେଡ଼ିକାଲରେ କୋଭିଡ଼ ପରୀକ୍ଷା କରାଇବା ପରେ ତାଙ୍କ ଠାରେ କରୋନା ପଜିଟିଭ ଥିବା ଜଣାପଡିଥିଲା । ତେବେ ବର୍ତ୍ତମାନ ବିଧାୟକ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀଙ୍କୁ କ୍ୱାରେଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଡାକ୍ତର ।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ବିଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିଲେ । ଏହାପରେ ଡାକ୍ତରଙ୍କ ପରାମର୍ଶ କ୍ରମେ କୋଭିଡ ଟେଷ୍ଟ କରିଥିଲେ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀ । ଶେଷରେ ଉଭୟଙ୍କ ଶରୀରରେ କୋଭିଡ ପଜିଟିଭ ଥିବା ନେଇ ଜଣାପଡ଼ିଛି । କୋଭିଡ ନିୟମ ଅନୁପାଳନ କରି ବର୍ତ୍ତମାନ ସେ ସଂଗରୋଧରେ ରହିବେ ବୋଲି କହିଛନ୍ତି ଡାକ୍ତର ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

17 Nov 2021 By The Sakala

ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା

ଭୁବନେଶ୍ୱର:  ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା । ସୁର ଏବଂ ତାଙ୍କ ପତ୍ନୀ ଉଭୟେ କୋଭିଡ଼ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ମେଡ଼ିକାଲରେ କୋଭିଡ଼ ପରୀକ୍ଷା କରାଇବା ପରେ ତାଙ୍କ ଠାରେ କରୋନା ପଜିଟିଭ ଥିବା ଜଣାପଡିଥିଲା । ତେବେ ବର୍ତ୍ତମାନ ବିଧାୟକ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀଙ୍କୁ କ୍ୱାରେଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଡାକ୍ତର ।

ବିଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିଲେ । ଏହାପରେ ଡାକ୍ତରଙ୍କ ପରାମର୍ଶ କ୍ରମେ କୋଭିଡ ଟେଷ୍ଟ କରିଥିଲେ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀ । ଶେଷରେ ଉଭୟଙ୍କ ଶରୀରରେ କୋଭିଡ ପଜିଟିଭ ଥିବା ନେଇ ଜଣାପଡ଼ିଛି । କୋଭିଡ ନିୟମ ଅନୁପାଳନ କରି ବର୍ତ୍ତମାନ ସେ ସଂଗରୋଧରେ ରହିବେ ବୋଲି କହିଛନ୍ତି ଡାକ୍ତର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର