ଆଜିଠୁ ୩ ଦିନ ମେଘୁଆ ପାଗ

The Sakala Picture
Published On

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଥିବା ଅବପାତ ସ୍ଥଳଭାଗ ଅତିକ୍ରମ କରି ସାରିଛି। ସମ୍ପୃକ୍ତ ଅବପାତ ପ୍ରଭାବରେ ଥିବା ଘୂଣ୍ଣବଳୟଠାରୁ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ୍ ପଡ଼ିଛି। ଏଥ୍ପାଇଁ ରାଜ୍ୟରେ ଅସନ୍ତ ୩ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ଓ କୋହଲା ରହିବ। କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା […]

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଥିବା ଅବପାତ ସ୍ଥଳଭାଗ ଅତିକ୍ରମ କରି ସାରିଛି। ସମ୍ପୃକ୍ତ ଅବପାତ ପ୍ରଭାବରେ ଥିବା ଘୂଣ୍ଣବଳୟଠାରୁ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ୍ ପଡ଼ିଛି। ଏଥ୍ପାଇଁ ରାଜ୍ୟରେ ଅସନ୍ତ ୩ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ଓ କୋହଲା ରହିବ। କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୨୧ ଓ ୨୨ରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

20 Nov 2021 By The Sakala

ଆଜିଠୁ ୩ ଦିନ ମେଘୁଆ ପାଗ

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଥିବା ଅବପାତ ସ୍ଥଳଭାଗ ଅତିକ୍ରମ କରି ସାରିଛି। ସମ୍ପୃକ୍ତ ଅବପାତ ପ୍ରଭାବରେ ଥିବା ଘୂଣ୍ଣବଳୟଠାରୁ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ୍ ପଡ଼ିଛି। ଏଥ୍ପାଇଁ ରାଜ୍ୟରେ ଅସନ୍ତ ୩ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ଓ କୋହଲା ରହିବ। କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୨୧ ଓ ୨୨ରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

https://www.thesakala.in/latest-odisha-news/cloudy-weather-for-3-days-from-today/article-6987
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର