ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୦୫ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୦୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୮୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭୦୦୩ କୁ ବୃଦ୍ଧି ପାଇଥିବା ବେଳେ ୧୦୩୬୨୩୦ ଜଣ ସୁସ୍ଥ ହୋଇଛନ୍ତି। […]

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୦୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୮୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭୦୦୩ କୁ ବୃଦ୍ଧି ପାଇଥିବା ବେଳେ ୧୦୩୬୨୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୨୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭, ସୁନ୍ଦରଗଡରୁ ୨୨, କଟକରୁ ୧୦ ଓ ଯାଜପୁରରୁ ୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫, ବୌଦ୍ଧରୁ ୫, ବାଲେଶ୍ୱରରୁ ୫, ନୟାଗଡରୁ ୪, ଜଗତସିଂହପୁରରୁ ୩, କଳାହାଣ୍ଡିରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୨, ଗଞ୍ଜାମରୁ ୧, ଦେବଗଡରୁ ୧, ବରଗଡରୁ ୧, ବଲାଙ୍ଗିରରୁ ୧, ପୁରୀରୁ ୧, ରାୟଗଡାରୁ ୧, ସୋନପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ ଜିଲ୍ଲାରୁ କୌଣସି ପଜିଟିଭ ମାମଲା ଆସିନାହିଁ ।

21 Nov 2021 By The Sakala

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୦୫ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୦୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୮୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭୦୦୩ କୁ ବୃଦ୍ଧି ପାଇଥିବା ବେଳେ ୧୦୩୬୨୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୨୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭, ସୁନ୍ଦରଗଡରୁ ୨୨, କଟକରୁ ୧୦ ଓ ଯାଜପୁରରୁ ୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫, ବୌଦ୍ଧରୁ ୫, ବାଲେଶ୍ୱରରୁ ୫, ନୟାଗଡରୁ ୪, ଜଗତସିଂହପୁରରୁ ୩, କଳାହାଣ୍ଡିରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୨, ଗଞ୍ଜାମରୁ ୧, ଦେବଗଡରୁ ୧, ବରଗଡରୁ ୧, ବଲାଙ୍ଗିରରୁ ୧, ପୁରୀରୁ ୧, ରାୟଗଡାରୁ ୧, ସୋନପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ ଜିଲ୍ଲାରୁ କୌଣସି ପଜିଟିଭ ମାମଲା ଆସିନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର