ଆଜି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ପଜିଟିଭ ରହିଛନ୍ତି। ଏଥିସହ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭୩୮୬ କୁ ବୃଦ୍ଧି ପାଇଥିବା ବେଳେ ୧୦୩୬୭୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୧୯୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 22nd November
New Positive Cases: 212
Of which 0-18 years: 70
In quarantine: 123
Local contacts: 89(Details of local contacts will be shared by concerned District)
1. Balasore: 3
2. Bhadrak: 1
3. Boudh: 1
4. Cuttack: 2
5. Ganjam: 2
6. Jagatsinghpur: 3— I & PR Department, Odisha (@IPR_Odisha) November 23, 2021
New recoveries: 245
Cumulative tested: 23334433
Positive: 1047386
Recovered: 1036746
Active cases: 2191— I & PR Department, Odisha (@IPR_Odisha) November 23, 2021
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରୁ ୨୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯୦ ଜଣ, ସୁନ୍ଦରଗଡ଼ରୁ ୩୯ ଜଣ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୧୩ ଜଣ ଲେଖାଁଏ, ପୁରୀରୁ ୯ ଜଣ, ଯାଜପୁରରୁ ୮ ଜଣ, ବାଲେଶ୍ବର ଓ ଜଗତସିଂହପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, କଟକ, ଗଞ୍ଜାମ,ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲୋଖାଁଏ, ଭଦ୍ରକ, ବୌଦ୍ଧ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।