କେନ୍ଦ୍ରର ବୈମାତୃକ ମନୋଭାବ ବିରୋଧରେ ବିଜେଡି ବିଧାୟକଙ୍କ ପ୍ରତିବାଦ ପଦଯାତ୍ରା

The Sakala Picture
Published On

ଭୁବନେଶ୍ୱର: କେନ୍ଦ୍ରର ବୈମାତୃକ ମନୋଭାବ ବିରୋଧରେ ବିଜେଡି ବିଧାୟକଙ୍କ ପ୍ରତିବାଦ ପଦଯାତ୍ରା । ଓଡ଼ିଶା ପ୍ରତି କେନ୍ଦ୍ରର ଅବହେଳା ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ବିଜେପି ସାଂସଦଙ୍କ ଅଭିଯୋଗକ୍ରମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବନ୍ଦ କରାଯାଇଛି । ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଦନ୍ତ କରି ରିପୋର୍ଟ ମଧ୍ୟ ପ୍ରଦାନ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଚିଠି ଲେଖି କେନ୍ଦ୍ରକୁ ଜଣାଇଛନ୍ତି । ଏହା ପରେ ମଧ୍ୟ ପ୍ରଧାନମନ୍ତ୍ରୀ […]

ଭୁବନେଶ୍ୱର: କେନ୍ଦ୍ରର ବୈମାତୃକ ମନୋଭାବ ବିରୋଧରେ ବିଜେଡି ବିଧାୟକଙ୍କ ପ୍ରତିବାଦ ପଦଯାତ୍ରା । ଓଡ଼ିଶା ପ୍ରତି କେନ୍ଦ୍ରର ଅବହେଳା ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ବିଜେପି ସାଂସଦଙ୍କ ଅଭିଯୋଗକ୍ରମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବନ୍ଦ କରାଯାଇଛି । ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଦନ୍ତ କରି ରିପୋର୍ଟ ମଧ୍ୟ ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଚିଠି ଲେଖି କେନ୍ଦ୍ରକୁ ଜଣାଇଛନ୍ତି । ଏହା ପରେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟରେ ଆରମ୍ଭ କରାଯାଇନି । ଯାହାକୁ ଦୃଢ଼ ବିରୋଧ କରିଛି ବିଜେଡି । ଏ ନେଇ ଆଜି ରାଜଭବନ ମୁହାଁ ହୋଇଛନ୍ତି ବିଜେଡି ବିଧାୟକ । ପ୍ରାୟ ୧୪ଲକ୍ଷ ହିତାଧିକାରୀଙ୍କ ଘର କେନ୍ଦ୍ର ରୋକିଥିବା ଅଭିଯୋଗ ଆଣିଛି ବିଜେଡି । ଏହା ପଛରେ ବିଜେପି ସାଂସଦ ଷଡ଼ଯନ୍ତ୍ର ରହିଥିବା କହିଛି ବିଜେଡି । ଏହି ଯୋଜନା ବନ୍ଦ କରାଯିବା ଫଳରେ ଗରିବ ଲୋକେ ପକ୍କା ଘର ପାଇବାରୁ ବଞ୍ଚିତ ହେବା ସହ ଫୋନ କ୍ଷତିଗ୍ରସ୍ତ ମଧ୍ୟ ପକ୍କା ଘର ମଧ୍ୟ ପାଇପାରୁନାହାନ୍ତି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

ସୂଚନା ଯୋଗ୍ୟ ଯେ, ଫନି ସମୟରେ ରାଜ୍ୟର ୧୪ ଜିଲ୍ଲା ପ୍ରଭାବିତ ହୋଇଥିଲା । ଭାଙ୍ଗି ଯାଇଥିବା ଘରର ପୁନରୁଦ୍ଧାର କରାଯିବ କହିଥିଲେ ପ୍ରଧାନମନ୍ତ୍ରୀ । ୮ଲକ୍ଷ ଘର ଯୋଗାଇ ଦେବାକୁ କୁହାଯାଇଥିଲା । ଆଜି ପର୍ଯ୍ଯନ୍ତ ଫୋନିର ଗୋଟିଏ ଘର ପାଇଁ କେନ୍ଦ୍ରର ଅନୁମତି ମିଳି ନ ଥିବା ପୂର୍ବରୁ ଅଭିଯୋଗ କରିଛି ବିଜେଡି । ରାଜ୍ୟ ପଠାଇଥିବା ତାଲିକାକୁ ଚାପି ବସିଛି କେନ୍ଦ୍ର । ଅନ୍ୟ ୬ ଲକ୍ଷ ପ୍ରକୃତ ହତାଧିକାରୀ ବି ଏହି ଯୋଜନାରେ ସାମିଲ ହୋଇପାରିନାହାନ୍ତି । ଏଭଳି ଭାବେ ମୋଟ୍ ୧୪ ଲକ୍ଷ ଯୋଗ୍ୟ ହିତାଧିକାରୀ କେନ୍ଦ୍ର ସରକାରଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁଁ ଘର ପାଇବାରୁ ବଞ୍ଚିତ ହୋଇଛନ୍ତି । ୧୨ ମାର୍ଚ୍ଚ ୨୦୧୯ ରେ କେନ୍ଦ୍ର ସରକାର ତାଲିକା ପ୍ରସ୍ତୁତ କରିବା ପାଇଁ ସମସ୍ତ ରାଜ୍ୟକୁ କହିଥିଲେ । କିନ୍ତୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବାରୁ ଏ ଚୟନ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଥିଲା । କିନ୍ତୁ ବର୍ତ୍ତମାନ ପର୍ୟ୍ୟନ୍ତ କେନ୍ଦ୍ର ନୂଆ ପର୍ମାନେଣ୍ଟ ୱେଟିଂ ଲିଷ୍ଟ ସଂଯୋଗ କରିବା ପାଇଁ ଅନୁମତି ଦେଇ ନାହାନ୍ତି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

01 Dec 2021 By The Sakala

କେନ୍ଦ୍ରର ବୈମାତୃକ ମନୋଭାବ ବିରୋଧରେ ବିଜେଡି ବିଧାୟକଙ୍କ ପ୍ରତିବାଦ ପଦଯାତ୍ରା

ଭୁବନେଶ୍ୱର: କେନ୍ଦ୍ରର ବୈମାତୃକ ମନୋଭାବ ବିରୋଧରେ ବିଜେଡି ବିଧାୟକଙ୍କ ପ୍ରତିବାଦ ପଦଯାତ୍ରା । ଓଡ଼ିଶା ପ୍ରତି କେନ୍ଦ୍ରର ଅବହେଳା ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ବିଜେପି ସାଂସଦଙ୍କ ଅଭିଯୋଗକ୍ରମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବନ୍ଦ କରାଯାଇଛି । ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଦନ୍ତ କରି ରିପୋର୍ଟ ମଧ୍ୟ ପ୍ରଦାନ କରାଯାଇଛି ।

ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଚିଠି ଲେଖି କେନ୍ଦ୍ରକୁ ଜଣାଇଛନ୍ତି । ଏହା ପରେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟରେ ଆରମ୍ଭ କରାଯାଇନି । ଯାହାକୁ ଦୃଢ଼ ବିରୋଧ କରିଛି ବିଜେଡି । ଏ ନେଇ ଆଜି ରାଜଭବନ ମୁହାଁ ହୋଇଛନ୍ତି ବିଜେଡି ବିଧାୟକ । ପ୍ରାୟ ୧୪ଲକ୍ଷ ହିତାଧିକାରୀଙ୍କ ଘର କେନ୍ଦ୍ର ରୋକିଥିବା ଅଭିଯୋଗ ଆଣିଛି ବିଜେଡି । ଏହା ପଛରେ ବିଜେପି ସାଂସଦ ଷଡ଼ଯନ୍ତ୍ର ରହିଥିବା କହିଛି ବିଜେଡି । ଏହି ଯୋଜନା ବନ୍ଦ କରାଯିବା ଫଳରେ ଗରିବ ଲୋକେ ପକ୍କା ଘର ପାଇବାରୁ ବଞ୍ଚିତ ହେବା ସହ ଫୋନ କ୍ଷତିଗ୍ରସ୍ତ ମଧ୍ୟ ପକ୍କା ଘର ମଧ୍ୟ ପାଇପାରୁନାହାନ୍ତି ।

ସୂଚନା ଯୋଗ୍ୟ ଯେ, ଫନି ସମୟରେ ରାଜ୍ୟର ୧୪ ଜିଲ୍ଲା ପ୍ରଭାବିତ ହୋଇଥିଲା । ଭାଙ୍ଗି ଯାଇଥିବା ଘରର ପୁନରୁଦ୍ଧାର କରାଯିବ କହିଥିଲେ ପ୍ରଧାନମନ୍ତ୍ରୀ । ୮ଲକ୍ଷ ଘର ଯୋଗାଇ ଦେବାକୁ କୁହାଯାଇଥିଲା । ଆଜି ପର୍ଯ୍ଯନ୍ତ ଫୋନିର ଗୋଟିଏ ଘର ପାଇଁ କେନ୍ଦ୍ରର ଅନୁମତି ମିଳି ନ ଥିବା ପୂର୍ବରୁ ଅଭିଯୋଗ କରିଛି ବିଜେଡି । ରାଜ୍ୟ ପଠାଇଥିବା ତାଲିକାକୁ ଚାପି ବସିଛି କେନ୍ଦ୍ର । ଅନ୍ୟ ୬ ଲକ୍ଷ ପ୍ରକୃତ ହତାଧିକାରୀ ବି ଏହି ଯୋଜନାରେ ସାମିଲ ହୋଇପାରିନାହାନ୍ତି । ଏଭଳି ଭାବେ ମୋଟ୍ ୧୪ ଲକ୍ଷ ଯୋଗ୍ୟ ହିତାଧିକାରୀ କେନ୍ଦ୍ର ସରକାରଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁଁ ଘର ପାଇବାରୁ ବଞ୍ଚିତ ହୋଇଛନ୍ତି । ୧୨ ମାର୍ଚ୍ଚ ୨୦୧୯ ରେ କେନ୍ଦ୍ର ସରକାର ତାଲିକା ପ୍ରସ୍ତୁତ କରିବା ପାଇଁ ସମସ୍ତ ରାଜ୍ୟକୁ କହିଥିଲେ । କିନ୍ତୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବାରୁ ଏ ଚୟନ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଥିଲା । କିନ୍ତୁ ବର୍ତ୍ତମାନ ପର୍ୟ୍ୟନ୍ତ କେନ୍ଦ୍ର ନୂଆ ପର୍ମାନେଣ୍ଟ ୱେଟିଂ ଲିଷ୍ଟ ସଂଯୋଗ କରିବା ପାଇଁ ଅନୁମତି ଦେଇ ନାହାନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର