ମମିତା ମେହେର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି: ମୃତ୍ୟୁ ଘଟଣାକୁ ରାଜନୀତିକରଣ କରାଯାଉଛି,ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ନିଆଯିବ ଦୃଢ କାର୍ଯ୍ଯାନୁଷ୍ଠାନ

The Sakala Picture
Published On

ଭୁବନେଶ୍ୱର: ମମିତା ମେହେର ପ୍ରସଙ୍ଗରେ ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଅତି ସମ୍ବେଦନଶୀଳ ଘଟଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମମିତା ମୃତ୍ୟୁକୁ ରାଜନୀତିକରଣ କରାଯାଉଛି । ଅବସରପ୍ରାପ୍ତ ଜିଲ୍ଲା ଜଜ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର । ବିନା ଭୟ ଓ ଦ୍ୱନ୍ଦ୍ୱରେ ତଦନ୍ତ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛି । ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ଦୃଢ଼ କାର୍ଯ୍ଯାନୁଷ୍ଠାନ ନିଆଯିବ […]

ଭୁବନେଶ୍ୱର: ମମିତା ମେହେର ପ୍ରସଙ୍ଗରେ ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଅତି ସମ୍ବେଦନଶୀଳ ଘଟଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମମିତା ମୃତ୍ୟୁକୁ ରାଜନୀତିକରଣ କରାଯାଉଛି । ଅବସରପ୍ରାପ୍ତ ଜିଲ୍ଲା ଜଜ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର । ବିନା ଭୟ ଓ ଦ୍ୱନ୍ଦ୍ୱରେ ତଦନ୍ତ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛି । ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ଦୃଢ଼ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

03 Dec 2021 By The Sakala

ମମିତା ମେହେର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି: ମୃତ୍ୟୁ ଘଟଣାକୁ ରାଜନୀତିକରଣ କରାଯାଉଛି,ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ନିଆଯିବ ଦୃଢ କାର୍ଯ୍ଯାନୁଷ୍ଠାନ

ଭୁବନେଶ୍ୱର: ମମିତା ମେହେର ପ୍ରସଙ୍ଗରେ ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଅତି ସମ୍ବେଦନଶୀଳ ଘଟଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମମିତା ମୃତ୍ୟୁକୁ ରାଜନୀତିକରଣ କରାଯାଉଛି । ଅବସରପ୍ରାପ୍ତ ଜିଲ୍ଲା ଜଜ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର । ବିନା ଭୟ ଓ ଦ୍ୱନ୍ଦ୍ୱରେ ତଦନ୍ତ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛି । ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ଦୃଢ଼ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର