ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୧୯ ଜଣ । ସେହିପରି ୬୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । […]

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୧୯ ଜଣ । ସେହିପରି ୬୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୦୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୦୭୪୨୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

06 Dec 2021 By The Sakala

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୧୯ ଜଣ । ସେହିପରି ୬୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୦୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୦୭୪୨୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର