ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏକାକାଳୀନ ୩ଟି ସ୍ଥାନରେ ଚଢ଼ାଉ

The Sakala Picture
Published On

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ  ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି । କୁଚିଣ୍ଡା ଏନଏସି ସ୍ଥିତ ଦୁଇ ମହଲା ବାସଭବନ, ନିଜ ପୈତୃକ ଘର ସୁବର୍ଣ୍ଣପାଲି, ଝଙ୍କରପାଲିସ୍ଥିତ ଅଫିସରେ ଚଢ଼ାଉ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

06 Dec 2021 By The Sakala

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏକାକାଳୀନ ୩ଟି ସ୍ଥାନରେ ଚଢ଼ାଉ

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ  ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି । କୁଚିଣ୍ଡା ଏନଏସି ସ୍ଥିତ ଦୁଇ ମହଲା ବାସଭବନ, ନିଜ ପୈତୃକ ଘର ସୁବର୍ଣ୍ଣପାଲି, ଝଙ୍କରପାଲିସ୍ଥିତ ଅଫିସରେ ଚଢ଼ାଉ ଜାରି ରହିଛି।

https://www.thesakala.in/latest-odisha-news/vigilance-raid-in-panchayat-executive-officer/article-7395
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର