ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀ ଓ ଅନ୍ୟ ୧୧ ଜଣ କର୍ମଚାରୀଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀଙ୍କ ଶୋକ

The Sakala Picture
Published On

ଭୁବନେଶ୍ବର: ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାରେ ଭାରତର ପ୍ରଥମ ତଥା ବର୍ତ୍ତମାନର ପ୍ରତିରକ୍ଷା ମୁଖ୍ୟ, ଚିଫ୍‌ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ବିପିନ ରାୱତଙ୍କର ଅକାଳ ବିୟୋଗ ଘଟିଛି। ପ୍ରତିରକ୍ଷା ଷ୍ଟାଫ୍ ଜେନେରାଲ୍ ବିପିନ ରାୱତ, ତାଙ୍କ ପତ୍ନୀ ଓ ଅନ୍ୟ ୧୧ ଜଣ ଅଧିକାରୀଙ୍କ ଏହି ଦୁର୍ଘଟଣାରେ ପରଲୋକ ଘଟିଛି। ବର୍ତ୍ତମାନ ସୁଦ୍ଧା ଜଣେ କର୍ମଚାରୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ଅଛନ୍ତି। ଏହି ଘଟଣାରେ ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ […]

ଭୁବନେଶ୍ବର: ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାରେ ଭାରତର ପ୍ରଥମ ତଥା ବର୍ତ୍ତମାନର ପ୍ରତିରକ୍ଷା ମୁଖ୍ୟ, ଚିଫ୍‌ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ବିପିନ ରାୱତଙ୍କର ଅକାଳ ବିୟୋଗ ଘଟିଛି। ପ୍ରତିରକ୍ଷା ଷ୍ଟାଫ୍ ଜେନେରାଲ୍ ବିପିନ ରାୱତ, ତାଙ୍କ ପତ୍ନୀ ଓ ଅନ୍ୟ ୧୧ ଜଣ ଅଧିକାରୀଙ୍କ ଏହି ଦୁର୍ଘଟଣାରେ ପରଲୋକ ଘଟିଛି। ବର୍ତ୍ତମାନ ସୁଦ୍ଧା ଜଣେ କର୍ମଚାରୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ଅଛନ୍ତି। ଏହି ଘଟଣାରେ ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ, ଏହା ଅତ୍ଯନ୍ତ ଦୁଃଖଦ ଘଟଣା। ଏହା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ମୁଖ୍ଯମନ୍ତ୍ରୀ।

08 Dec 2021 By The Sakala

ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀ ଓ ଅନ୍ୟ ୧୧ ଜଣ କର୍ମଚାରୀଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାରେ ଭାରତର ପ୍ରଥମ ତଥା ବର୍ତ୍ତମାନର ପ୍ରତିରକ୍ଷା ମୁଖ୍ୟ, ଚିଫ୍‌ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ବିପିନ ରାୱତଙ୍କର ଅକାଳ ବିୟୋଗ ଘଟିଛି। ପ୍ରତିରକ୍ଷା ଷ୍ଟାଫ୍ ଜେନେରାଲ୍ ବିପିନ ରାୱତ, ତାଙ୍କ ପତ୍ନୀ ଓ ଅନ୍ୟ ୧୧ ଜଣ ଅଧିକାରୀଙ୍କ ଏହି ଦୁର୍ଘଟଣାରେ ପରଲୋକ ଘଟିଛି। ବର୍ତ୍ତମାନ ସୁଦ୍ଧା ଜଣେ କର୍ମଚାରୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ଅଛନ୍ତି। ଏହି ଘଟଣାରେ ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ, ଏହା ଅତ୍ଯନ୍ତ ଦୁଃଖଦ ଘଟଣା। ଏହା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ମୁଖ୍ଯମନ୍ତ୍ରୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର