ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୯୫ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨୪ ଜଣ । ସେହିପରି ୧୧୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । […]

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨୪ ଜଣ । ସେହିପରି ୧୧୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୭୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୪୧୬୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

09 Dec 2021 By The Sakala

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୯୫ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨୪ ଜଣ । ସେହିପରି ୧୧୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୭୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୪୧୬୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

https://www.thesakala.in/latest-odisha-news/195-coronas-were-detected-in-the-state-in-24-hours/article-7455
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର