ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ

The Sakala Picture
Published On

ଭୁବନେଶ୍ବର: ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୋଟିଏ ଦିନ ବି ସ୍ୱାଭାବିକ ଭାବେ ଚାଲି ପାରିଲାନି ଗୃହ।  ୧୭ ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ ରଖିଛନ୍ତି ବାଚସ୍ପତି । ୯ ଦିନରେ ମୋଟ ୨ ଘଣ୍ଟା ବି ଚାଲିପାରିଲାନି ଗୃହ। ଏପରିକି କି ଗୋଟିଏ ଦିନ ବି ପ୍ରଶ୍ନକାଳ ଚାଲି ପାରିନ ଥିବା ବେଳେ ଗୋଟିଏ ବି ମୁଲତବୀ ପ୍ରସ୍ତାଵ ଆଲୋଚନା ହୋଇ ପାରିନି। ପ୍ରବଳ ହଟଗୋଳ ଭିତରେ ପାରିତ […]

ଭୁବନେଶ୍ବର: ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୋଟିଏ ଦିନ ବି ସ୍ୱାଭାବିକ ଭାବେ ଚାଲି ପାରିଲାନି ଗୃହ।  ୧୭ ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ ରଖିଛନ୍ତି ବାଚସ୍ପତି । ୯ ଦିନରେ ମୋଟ ୨ ଘଣ୍ଟା ବି ଚାଲିପାରିଲାନି ଗୃହ। ଏପରିକି କି ଗୋଟିଏ ଦିନ ବି ପ୍ରଶ୍ନକାଳ ଚାଲି ପାରିନ ଥିବା ବେଳେ ଗୋଟିଏ ବି ମୁଲତବୀ ପ୍ରସ୍ତାଵ ଆଲୋଚନା ହୋଇ ପାରିନି। ପ୍ରବଳ ହଟଗୋଳ ଭିତରେ ପାରିତ ହୋଇଛି ୧୯ ହଜାର ୮୩୩ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ। ଏହା ସହିତ ସରକାର ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବା ପାଇଁ ଏକ ସଂକଳ୍ପ ପାରିତ କରିଛନ୍ତି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର