ମନୋରଞ୍ଜନ
ଓଡ଼ିଶା
ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୭୫ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ୧୭୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ୧୭୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୧୯୨୭ କୁ ବୃଦ୍ଧି ପାଇଥିବା ବେଳେ ୧୦୪୧୫୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୯୦୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 13th December
ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁNew Positive Cases: 175
Of which 0-18 years: 30
In quarantine: 101
Local contacts: 74ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ(Details of local contacts will be shared by concerned District)
1. Balasore: 1
2. Bhadrak: 1
3. Cuttack: 12
4. Deogarh: 1
5. Dhenkanal: 1
6. Gajapati: 3— I & PR Department, Odisha (@IPR_Odisha) December 14, 2021
New recoveries: 171
Cumulative tested: 24521645
Positive: 1051927
Recovered: 1041536
Active cases: 1901— I & PR Department, Odisha (@IPR_Odisha) December 14, 2021






