ଓଡ଼ିଶାକୁ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ପ୍ରଶଂସା: ରାଜ୍ଯରେ ମୁଣ୍ଡପିଛା ଆୟ ୨୦୧୧ରୁ ବଢ଼ିଛି

The Sakala Picture
Published On

ଭୁବନେଶ୍ୱର: ୨୦୧୧ଠାରୁ ଓଡ଼ିଶାରେ ମୁଣ୍ଡପିଛା ଆୟ ବଢ଼ିଛି । ୨୦୧୧ ରୁ ୨୦୨୦ ପର୍ଯ୍ଯନ୍ତ ଓଡ଼ିଶାର ମୁଣ୍ଡପିଛା ଆୟ ଦେଶର ଆୟର ତୁଳନାରେ ଅଧିକ । ଏକଥା କହିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏକଥା କହିଛନ୍ତି ରାଜୀବ କୁମାର । ସେ କହିଛନ୍ତି ଯେ, ଓଡ଼ିଶାରେ ଖଣି, ପର୍ୟ୍ୟଟନ ଓ କୃଷି କ୍ଷେତ୍ରରେ ଅନେକ କାମ ହୋଇପାରିବ […]

ଭୁବନେଶ୍ୱର: ୨୦୧୧ଠାରୁ ଓଡ଼ିଶାରେ ମୁଣ୍ଡପିଛା ଆୟ ବଢ଼ିଛି । ୨୦୧୧ ରୁ ୨୦୨୦ ପର୍ଯ୍ଯନ୍ତ ଓଡ଼ିଶାର ମୁଣ୍ଡପିଛା ଆୟ ଦେଶର ଆୟର ତୁଳନାରେ ଅଧିକ । ଏକଥା କହିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏକଥା କହିଛନ୍ତି ରାଜୀବ କୁମାର ।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ସେ କହିଛନ୍ତି ଯେ, ଓଡ଼ିଶାରେ ଖଣି, ପର୍ୟ୍ୟଟନ ଓ କୃଷି କ୍ଷେତ୍ରରେ ଅନେକ କାମ ହୋଇପାରିବ । ରାଜ୍ୟରେ ଭରପୂର ଖଣିଜ ପଦାର୍ଥ ମହଜୁଦ୍ ରହିଛି । ତାହା କିପରି ଅଧିକ ବଢିପାରିବ ଓ ଅଧିକ ସଦୁପୋଯୋଗ ନେଇ ମଧ୍ୟ ଆଲୋଚନା ହେବ । ଏହା ସହ ଓଡି

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

ରାଜ୍ଯସରକାରଙ୍କ ପକ୍ଷରୁ ବିଶେଷକରି ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା ଦେବା ପାଇଁ ଜୋରଦାର ଦାବି କରାଯିବ । ଗତ ୧୧ ବର୍ଷରେ ରାଜ୍ୟ ଦେଖିଛି ୧୦ଟି ବାତ୍ୟା, ୩ଟି ମରୁଡ଼ି, ଗୋଟିଏ ଅଦିନିଆ ବାତ୍ୟା ଜନିତ ବୃଷ୍ଟିପାତ, ୨ଟି ପ୍ରଳୟଙ୍କରୀ ବନ୍ୟା । ସବୁ ପ୍ରାକୃତିକ ବିପର୍ୟ୍ୟୟକୁ ସଫଳତାର ସହ ନିଜ ଦମରେ ମୁକାବିଲା କରିଛି ରାଜ୍ୟ । ରାଜ୍ୟର ମୁକାବିଲା ପ୍ଲାନକୁ ସାରା ବିଶ୍ବ ମଧ୍ୟ ପ୍ରଶଂସା କରିଛି । ପ୍ରତିବର୍ଷ ପ୍ରାକୃତିକ ବିପର୍ୟ୍ୟୟ ମାଡରେ ରାଜ୍ୟ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଉଛି । ତେଣୁ ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା ଦିଆଯାଉ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ପାଖରେ ଦୀର୍ଘଦିନ ଧରି ଦାବି କରିଆସୁଛନ୍ତି । ସଂସଦର ଉଭୟ ଗୃହରେ ବିଜେଡି ସାଂସଦ ମାନେ ମଧ୍ୟ ଦାବି କରିଛନ୍ତି । ତଥାପି ରାଜ୍ୟ ପ୍ରତି ଅବହେଲା ଜାରି ରଖିଛନ୍ତି କେନ୍ଦ୍ର ସରକାର ।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

15 Dec 2021 By The Sakala

ଓଡ଼ିଶାକୁ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ପ୍ରଶଂସା: ରାଜ୍ଯରେ ମୁଣ୍ଡପିଛା ଆୟ ୨୦୧୧ରୁ ବଢ଼ିଛି

ଭୁବନେଶ୍ୱର: ୨୦୧୧ଠାରୁ ଓଡ଼ିଶାରେ ମୁଣ୍ଡପିଛା ଆୟ ବଢ଼ିଛି । ୨୦୧୧ ରୁ ୨୦୨୦ ପର୍ଯ୍ଯନ୍ତ ଓଡ଼ିଶାର ମୁଣ୍ଡପିଛା ଆୟ ଦେଶର ଆୟର ତୁଳନାରେ ଅଧିକ । ଏକଥା କହିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏକଥା କହିଛନ୍ତି ରାଜୀବ କୁମାର ।

ସେ କହିଛନ୍ତି ଯେ, ଓଡ଼ିଶାରେ ଖଣି, ପର୍ୟ୍ୟଟନ ଓ କୃଷି କ୍ଷେତ୍ରରେ ଅନେକ କାମ ହୋଇପାରିବ । ରାଜ୍ୟରେ ଭରପୂର ଖଣିଜ ପଦାର୍ଥ ମହଜୁଦ୍ ରହିଛି । ତାହା କିପରି ଅଧିକ ବଢିପାରିବ ଓ ଅଧିକ ସଦୁପୋଯୋଗ ନେଇ ମଧ୍ୟ ଆଲୋଚନା ହେବ । ଏହା ସହ ଓଡି

ରାଜ୍ଯସରକାରଙ୍କ ପକ୍ଷରୁ ବିଶେଷକରି ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା ଦେବା ପାଇଁ ଜୋରଦାର ଦାବି କରାଯିବ । ଗତ ୧୧ ବର୍ଷରେ ରାଜ୍ୟ ଦେଖିଛି ୧୦ଟି ବାତ୍ୟା, ୩ଟି ମରୁଡ଼ି, ଗୋଟିଏ ଅଦିନିଆ ବାତ୍ୟା ଜନିତ ବୃଷ୍ଟିପାତ, ୨ଟି ପ୍ରଳୟଙ୍କରୀ ବନ୍ୟା । ସବୁ ପ୍ରାକୃତିକ ବିପର୍ୟ୍ୟୟକୁ ସଫଳତାର ସହ ନିଜ ଦମରେ ମୁକାବିଲା କରିଛି ରାଜ୍ୟ । ରାଜ୍ୟର ମୁକାବିଲା ପ୍ଲାନକୁ ସାରା ବିଶ୍ବ ମଧ୍ୟ ପ୍ରଶଂସା କରିଛି । ପ୍ରତିବର୍ଷ ପ୍ରାକୃତିକ ବିପର୍ୟ୍ୟୟ ମାଡରେ ରାଜ୍ୟ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଉଛି । ତେଣୁ ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା ଦିଆଯାଉ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ପାଖରେ ଦୀର୍ଘଦିନ ଧରି ଦାବି କରିଆସୁଛନ୍ତି । ସଂସଦର ଉଭୟ ଗୃହରେ ବିଜେଡି ସାଂସଦ ମାନେ ମଧ୍ୟ ଦାବି କରିଛନ୍ତି । ତଥାପି ରାଜ୍ୟ ପ୍ରତି ଅବହେଲା ଜାରି ରଖିଛନ୍ତି କେନ୍ଦ୍ର ସରକାର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର