ଆହୁରି ବଢ଼ିବ ଶୀତର ପ୍ରକୋପ, ଥରୁଛି ସାରା ଓଡ଼ିଶା

The Sakala Picture
Published On

ଭୁବନେଶ୍ୱର: କ୍ରମାଗତ ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ତଳକୁ ଖସିବାରେ ଲାଗିଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବେଶ ଆରମ୍ଭ ହୋଇଯାଇଥିବାରୁ ତାପମାତ୍ରା ହ୍ରାସ ହେଉଛି ଓ ଥଣ୍ଡାର ପ୍ରକୋପ ବଢ଼ିଛି। ୩ ଦିନ ହେବ ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ପରିଗଣିତ ହେଉଥିବା ବେଳେ ଗୁରୁବାର ଏଠାରେ ତାପମାତ୍ରା ୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ରାଜ୍ୟର ୨୨ ଟି […]

ଭୁବନେଶ୍ୱର: କ୍ରମାଗତ ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ତଳକୁ ଖସିବାରେ ଲାଗିଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବେଶ ଆରମ୍ଭ ହୋଇଯାଇଥିବାରୁ ତାପମାତ୍ରା ହ୍ରାସ ହେଉଛି ଓ ଥଣ୍ଡାର ପ୍ରକୋପ ବଢ଼ିଛି। ୩ ଦିନ ହେବ ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ପରିଗଣିତ ହେଉଥିବା ବେଳେ ଗୁରୁବାର ଏଠାରେ ତାପମାତ୍ରା ୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ସେହିପରି ରାଜ୍ୟର

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

୨୨ ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି| ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୫ ଡିଗ୍ରୀରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ୦୨ ଡିଗ୍ରୀରୁ ୨ ଡିଗ୍ରୀ ଯାଏଁ ତଳକୁ ଖସିଛି। ସେହିପରି ଉପକୂଳ ଓଡ଼ିଶାରେ ତାପମାତ୍ରା ୦୨ ଡିଗ୍ରୀରୁ ୧୩ ଡିଗ୍ରୀ ଯାଏଁ ତାପମାତ୍ରା ତଳକୁ ଖସିଛି ବୋଲି କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।  ଆହୁରି ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିବ। ଶୀତର ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

17 Dec 2021 By The Sakala

ଆହୁରି ବଢ଼ିବ ଶୀତର ପ୍ରକୋପ, ଥରୁଛି ସାରା ଓଡ଼ିଶା

ଭୁବନେଶ୍ୱର: କ୍ରମାଗତ ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ତଳକୁ ଖସିବାରେ ଲାଗିଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବେଶ ଆରମ୍ଭ ହୋଇଯାଇଥିବାରୁ ତାପମାତ୍ରା ହ୍ରାସ ହେଉଛି ଓ ଥଣ୍ଡାର ପ୍ରକୋପ ବଢ଼ିଛି। ୩ ଦିନ ହେବ ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ପରିଗଣିତ ହେଉଥିବା ବେଳେ ଗୁରୁବାର ଏଠାରେ ତାପମାତ୍ରା ୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ସେହିପରି ରାଜ୍ୟର

୨୨ ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି| ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୫ ଡିଗ୍ରୀରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ୦୨ ଡିଗ୍ରୀରୁ ୨ ଡିଗ୍ରୀ ଯାଏଁ ତଳକୁ ଖସିଛି। ସେହିପରି ଉପକୂଳ ଓଡ଼ିଶାରେ ତାପମାତ୍ରା ୦୨ ଡିଗ୍ରୀରୁ ୧୩ ଡିଗ୍ରୀ ଯାଏଁ ତାପମାତ୍ରା ତଳକୁ ଖସିଛି ବୋଲି କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।  ଆହୁରି ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିବ। ଶୀତର ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର