ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨୪୭୨କୁ ବୃଦ୍ଧି ପାଇଥିବା ବେଳେ ୧୦୪୨୦୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୯୭୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 16th December
ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନNew Positives Cases: 154
Of which 0-18 years: 26
In quarantine: 91
Local contacts: 63(Details of local contacts will be shared by concerned District)
1. Bhadrak: 3
2. Balangir: 1
3. Boudh: 1
4. Cuttack: 20
5. Deogarh: 7
6. Dhenkanal: 2— I & PR Department, Odisha (@IPR_Odisha) December 17, 2021
New recoveries: 166
Cumulative tested: 24708131
Positive: 1052472
Recovered: 1042002
Active cases: 1976— I & PR Department, Odisha (@IPR_Odisha) December 17, 2021
ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨୪୭୨କୁ ବୃଦ୍ଧି ପାଇଥିବା ବେଳେ ୧୦୪୨୦୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୯୭୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 16th December
New Positives Cases: 154