ଅଗ୍ନି ପ୍ରାଇମ୍ ମିସାଇଲର ସଫଳ ପରୀକ୍ଷଣ

The Sakala Picture
Published On

ବାଲେଶ୍ୱର: ଶନିବାର ସଫଳତାର ସହ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି ଭାରତ । ଆଜି ଓଡିଶାର ଧାମରା ଅବଦୁଲ୍ କାଲାମ ଦ୍ୱୀପରୁ ଭାରତ ଆଣବିକ କ୍ଷମତାସମ୍ପନ୍ନ ଅଗ୍ନି ପ୍ରାଇମ୍ ମିସାଇଲର ସଫଳ ପରୀକ୍ଷଣ କରିଛି । ଅଗ୍ନି ପ୍ରାଇମ୍ ମିଶାଇଲ୍ ଅଗ୍ନି ସିରିଜର ଏକ ଆଧୁନିକ ମିସାଇଲ୍ ଅଟେ । ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ ଏହା ୧୦୦୦ରୁ ୨୦୦୦ କିଲୋମିଟର ମଧ୍ୟରେ ଆକ୍ରମଣ କରିପାରିବ । ଏହି ପରୀକ୍ଷଣ ସମୟରେ ପରମାଣୁ ସକ୍ଷମ […]

ବାଲେଶ୍ୱର: ଶନିବାର ସଫଳତାର ସହ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି ଭାରତ । ଆଜି ଓଡିଶାର ଧାମରା ଅବଦୁଲ୍ କାଲାମ ଦ୍ୱୀପରୁ ଭାରତ ଆଣବିକ କ୍ଷମତାସମ୍ପନ୍ନ ଅଗ୍ନି ପ୍ରାଇମ୍ ମିସାଇଲର ସଫଳ ପରୀକ୍ଷଣ କରିଛି । ଅଗ୍ନି ପ୍ରାଇମ୍ ମିଶାଇଲ୍ ଅଗ୍ନି ସିରିଜର ଏକ ଆଧୁନିକ ମିସାଇଲ୍ ଅଟେ । ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ ଏହା ୧୦୦୦ରୁ ୨୦୦୦ କିଲୋମିଟର ମଧ୍ୟରେ ଆକ୍ରମଣ କରିପାରିବ । ଏହି ପରୀକ୍ଷଣ ସମୟରେ ପରମାଣୁ ସକ୍ଷମ ରଣନୀତିକ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମରେ ଅନେକ ନୂଆ ବୈଶିଷ୍ଟ୍ୟ ଯୋଗ କରାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତା ୧୭ ତାରିଖରେ ହୋଇପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ବାଦ୍‌ ପଡ଼ିପାରନ୍ତି ଡଜନେ ମନ୍ତ୍ରୀ

୪ ହଜାର କିଲୋମିଟର ଦୂର ଯାଇପାରୁଥିବା ଅଗ୍ନି-୪ ଓ ୫ ହଜାର କିଲୋମିଟର ଦୂର ଯାଇପାରୁଥିବା ଅଗ୍ନି-୫ର ପ୍ରଯୁକ୍ତି ସହ ଏହାର କାରିଗରୀ ରହିଛି । ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଯୁଦ୍ଧ ଜାହଜ ଗୁଡ଼ିକୁ ଅଗ୍ନି-ପି ଜରିଆରେ ଟାର୍ଗେଟ କରାଯାଇପାରିବ ।

18 Dec 2021 By The Sakala

ଅଗ୍ନି ପ୍ରାଇମ୍ ମିସାଇଲର ସଫଳ ପରୀକ୍ଷଣ

ବାଲେଶ୍ୱର: ଶନିବାର ସଫଳତାର ସହ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି ଭାରତ । ଆଜି ଓଡିଶାର ଧାମରା ଅବଦୁଲ୍ କାଲାମ ଦ୍ୱୀପରୁ ଭାରତ ଆଣବିକ କ୍ଷମତାସମ୍ପନ୍ନ ଅଗ୍ନି ପ୍ରାଇମ୍ ମିସାଇଲର ସଫଳ ପରୀକ୍ଷଣ କରିଛି । ଅଗ୍ନି ପ୍ରାଇମ୍ ମିଶାଇଲ୍ ଅଗ୍ନି ସିରିଜର ଏକ ଆଧୁନିକ ମିସାଇଲ୍ ଅଟେ । ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ ଏହା ୧୦୦୦ରୁ ୨୦୦୦ କିଲୋମିଟର ମଧ୍ୟରେ ଆକ୍ରମଣ କରିପାରିବ । ଏହି ପରୀକ୍ଷଣ ସମୟରେ ପରମାଣୁ ସକ୍ଷମ ରଣନୀତିକ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମରେ ଅନେକ ନୂଆ ବୈଶିଷ୍ଟ୍ୟ ଯୋଗ କରାଯାଇଛି।

୪ ହଜାର କିଲୋମିଟର ଦୂର ଯାଇପାରୁଥିବା ଅଗ୍ନି-୪ ଓ ୫ ହଜାର କିଲୋମିଟର ଦୂର ଯାଇପାରୁଥିବା ଅଗ୍ନି-୫ର ପ୍ରଯୁକ୍ତି ସହ ଏହାର କାରିଗରୀ ରହିଛି । ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଯୁଦ୍ଧ ଜାହଜ ଗୁଡ଼ିକୁ ଅଗ୍ନି-ପି ଜରିଆରେ ଟାର୍ଗେଟ କରାଯାଇପାରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର