ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୦୨୦ କୁ ବୃଦ୍ଧି ପାଇଥିବା ବେଳେ ୧୦୪୨୭୦୧ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୨୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 19th December
New Positive Cases: 186
Of which 0-18 years: 39
In quarantine: 109
Local contacts: 77ଆହୁରି ପଢ଼ନ୍ତୁ: ମହିଳାଙ୍କୁ ରାଜନୈତିକ ସଂରକ୍ଷଣ: ବିଜୁଙ୍କ ସ୍ୱପ୍ନ, ନବୀନଙ୍କ ପ୍ରୟାସ; ମହିଳା ସଶକ୍ତୀକରଣ ଅଭିଯାନକୁ ଆନ୍ଦୋଳନରେ ପରିଣତ କରିଥିଲେ ନବୀନ(Details of local contacts will be shared by concerned District)
1. Angul: 3
2. Balasore: 1
3. Bargarh: 1
4. Bhadrak: 3
5. Cuttack: 18
6. Deogarh: 5— I & PR Department, Odisha (@IPR_Odisha) December 20, 2021
New recoveries: 258
Cumulative tested: 24883860
Positive: 1053020
Recovered: 1042701
Active cases: 1821— I & PR Department, Odisha (@IPR_Odisha) December 20, 2021
ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୦୨୦ କୁ ବୃଦ୍ଧି ପାଇଥିବା ବେଳେ ୧୦୪୨୭୦୧ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୨୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 19th December
New Positive Cases: 186
Of which 0-18 years: 39
In quarantine: 109
Local contacts: 77(Details of local contacts will be shared by concerned District)