ଓଡିଶା ଛୁଇଁଲା ଓମିକ୍ରନ୍: ରାଜ୍ୟରେ ଚିହ୍ନଟ ହେଲେ ଦୁଇ ଓମିକ୍ରନ୍ ଆକ୍ରାନ୍ତ
ଭୁବନେଶ୍ୱର: ଓଡ଼ିଶାରେ ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ । ପ୍ରଥମ ଥର ପାଇଁ ଓଡ଼ିଶାରେ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ ସଂକ୍ରମିତ ହେଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର । ଏମାନେ ନାଇଜେରିଆ ଓ କତାରରୁ ଫେରିଥିଲେ । ଜିନମ ସିକ୍ୱେନ୍ସିଂରୁ ଓମିକ୍ରନ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ । ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ ପକ୍ଷରୁ ସୂଚନା । ଜିନମ ଟେଷ୍ଟିଂ ପାଇଁ ୯ଜଣଙ୍କର ନମୂନା ଯାଇଥିଲା । ସେଥିମଧ୍ୟରୁ ୨ଜଣଙ୍କର […]
ଭୁବନେଶ୍ୱର: ଓଡ଼ିଶାରେ ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ । ପ୍ରଥମ ଥର ପାଇଁ ଓଡ଼ିଶାରେ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ ସଂକ୍ରମିତ ହେଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର । ଏମାନେ ନାଇଜେରିଆ ଓ କତାରରୁ ଫେରିଥିଲେ । ଜିନମ ସିକ୍ୱେନ୍ସିଂରୁ ଓମିକ୍ରନ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ । ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ ପକ୍ଷରୁ ସୂଚନା । ଜିନମ ଟେଷ୍ଟିଂ ପାଇଁ ୯ଜଣଙ୍କର ନମୂନା ଯାଇଥିଲା । ସେଥିମଧ୍ୟରୁ ୨ଜଣଙ୍କର ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି । ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ କୋଭିଡ କଟକଣାକୁ ଆହୁରି କଡାକଡି କରାଯିବାର ଯଥେଷ୍ଟ ସମ୍ଭାବନା ରହିଛି ।