ଆସିଲା ବଡ଼ଦିନ ଓ ନୂଆବର୍ଷ ପାଇଁ ନୂଆ ଗାଇଡଲାଇନ୍

The Sakala Picture
Published On

ଭୁବନେଶ୍ବର: ବଡଦିନ ଓ ନୂଆବର୍ଷ ପାଇଁ ରାଜ୍ୟ ସରକାର ଲାଗୁ କଲେ କଟକଣା । ଡିସେମ୍ବର ୨୫ ତାରିଖରୁ ଜାନୁଆରୀ ୨  ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ସରକାର ଭିଡ ନିୟନ୍ତ୍ରଣ ପାଇଁ କଟକଣା ଲାଗୁ କରିଛନ୍ତି। କେବଳ କୋଭିଡ କଟକଣା ଭିତରେ ବାହାଘର ଓ ଶ୍ରାଦ୍ଧୋତ୍ସବକୁ ସରକାର ଅନୁମତି ଦେଇଛନ୍ତି। ଜାରି କଟକଣା ଅନୁଯାୟୀ, ବଡଦିନ ପାଳନ କେବଳ ଚର୍ଚ୍ଚ ଭିତରେ ସୀମିତ ରହିବ। […]

ଭୁବନେଶ୍ବର: ବଡଦିନ ଓ ନୂଆବର୍ଷ ପାଇଁ ରାଜ୍ୟ ସରକାର ଲାଗୁ କଲେ କଟକଣା । ଡିସେମ୍ବର ୨୫ ତାରିଖରୁ ଜାନୁଆରୀ ୨  ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ସରକାର ଭିଡ ନିୟନ୍ତ୍ରଣ ପାଇଁ କଟକଣା ଲାଗୁ କରିଛନ୍ତି। କେବଳ କୋଭିଡ କଟକଣା ଭିତରେ ବାହାଘର ଓ ଶ୍ରାଦ୍ଧୋତ୍ସବକୁ ସରକାର ଅନୁମତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ଜାରି କଟକଣା ଅନୁଯାୟୀ, ବଡଦିନ ପାଳନ କେବଳ ଚର୍ଚ୍ଚ ଭିତରେ ସୀମିତ ରହିବ। ୫୦  ଜଣଙ୍କୁ ନେଇ ବଡଦିନ ପାଳନ କରିବାକୁ ଅନୁମତି ଦିଆଯାଇଛି।  ଜିରୋ ନାଇଟ ସେଲିବ୍ରେସନକୁ ନିଷେଧ କରାଯାଇଛି। ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ, କଲ୍ୟାଣମଣ୍ଡପ ସବୁଠି କଟକଣା  ଜାରିକରାଯାଇଛି। ଏହି କଟକଣା ସମୟ ଅବଧି ଭିତରେ ବଣଭୋଜି ଓ ପିକନିକ୍ ମନା । ସମାବେଶ, ସାଂସ୍କୃତିକ କାର୍ଯ୍ଯକ୍ରମକୁ ନିଷେଧ କରାଯାଇଛି। କଟକଣା ଉଲ୍ଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସଆରସି କୁହାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର