ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୯କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି। ସୂଚନା ଅନୁଯୟୀ, ଉକ୍ତ ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ ପକ୍ଷରୁ କୁହାଯାଇଛି। ତାଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

ସୂଚନା ଅନୁଯୟୀ, ଉକ୍ତ ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ ପକ୍ଷରୁ କୁହାଯାଇଛି। ତାଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

 

ଆହୁରି ପଢ଼ନ୍ତୁ: ବାତ୍ୟା ଆଶଙ୍କା: ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର