ନୂଆବର୍ଷରେ ବନ୍ଦ ରହିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ, ଡିସେମ୍ବର ୩୦ରୁ ଜାନୁଆରୀ ୩ ଯାଏଁ ବନ୍ଦ ପାଇଁ କର୍ତ୍ତୃପକ୍ଷଙ୍କ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ବର : ଡିସେମ୍ବର ୩୦ରୁ ଜାନୁଆରୀ ୩ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ ରହିବ । ନୂଆ ବର୍ଷରେ ଭିଡକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି । ନନ୍ଦନକାନନ ସମେତ ରାଜ୍ୟ ବଟାନିକାଲ ଗାର୍ଡେନ ମଧ୍ୟ ଏହି ସମୟ ଭିତରେ ବନ୍ଦ ରହିବ । ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ନୂଆବର୍ଷରେ ଭିଡକୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଏଭଳି କଟକଣା ଜାରି କରାଯାଇଛି ।ଏ ନେଇ ନନ୍ଦନକାନନ ପ୍ରାଣୀ […]

ଭୁବନେଶ୍ବର : ଡିସେମ୍ବର ୩୦ରୁ ଜାନୁଆରୀ ୩ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ ରହିବ । ନୂଆ ବର୍ଷରେ ଭିଡକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି । ନନ୍ଦନକାନନ ସମେତ ରାଜ୍ୟ ବଟାନିକାଲ ଗାର୍ଡେନ ମଧ୍ୟ ଏହି ସମୟ ଭିତରେ ବନ୍ଦ ରହିବ । ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ନୂଆବର୍ଷରେ ଭିଡକୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଏଭଳି କଟକଣା ଜାରି କରାଯାଇଛି ।ଏ ନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

29 Dec 2021 By The Sakala

ନୂଆବର୍ଷରେ ବନ୍ଦ ରହିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ, ଡିସେମ୍ବର ୩୦ରୁ ଜାନୁଆରୀ ୩ ଯାଏଁ ବନ୍ଦ ପାଇଁ କର୍ତ୍ତୃପକ୍ଷଙ୍କ ନିଷ୍ପତ୍ତି

ଭୁବନେଶ୍ବର : ଡିସେମ୍ବର ୩୦ରୁ ଜାନୁଆରୀ ୩ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ ରହିବ । ନୂଆ ବର୍ଷରେ ଭିଡକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି । ନନ୍ଦନକାନନ ସମେତ ରାଜ୍ୟ ବଟାନିକାଲ ଗାର୍ଡେନ ମଧ୍ୟ ଏହି ସମୟ ଭିତରେ ବନ୍ଦ ରହିବ । ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ନୂଆବର୍ଷରେ ଭିଡକୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଏଭଳି କଟକଣା ଜାରି କରାଯାଇଛି ।ଏ ନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

https://www.thesakala.in/latest-odisha-news/nandankanan-and-botanical-gardens-will-be-closed-in-the-new-year/article-7988
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର