ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ୱର: ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଶୋର କୁମାର ମହାନ୍ତିଙ୍କ ଜନ୍ମ ୧୯୫୮ ମସିହା ଡିସେମ୍ବର ୪ ତାରିଖରେ ହୋଇଥିଲା । ଜଣେ ସଫଳ ରାଜନୀତିଜ୍ଞ ଭାବେ ସେ ବେଶ ପରିଚିତ ଥିଲେ […]

ଭୁବନେଶ୍ୱର: ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଶୋର କୁମାର ମହାନ୍ତିଙ୍କ ଜନ୍ମ ୧୯୫୮ ମସିହା ଡିସେମ୍ବର ୪ ତାରିଖରେ ହୋଇଥିଲା । ଜଣେ ସଫଳ ରାଜନୀତିଜ୍ଞ ଭାବେ ସେ ବେଶ ପରିଚିତ ଥିଲେ

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

କିଶୋର ମହାନ୍ତି ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ । ୨୦୦୭ ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ଯ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

30 Dec 2021 By The Sakala

ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଶୋର କୁମାର ମହାନ୍ତିଙ୍କ ଜନ୍ମ ୧୯୫୮ ମସିହା ଡିସେମ୍ବର ୪ ତାରିଖରେ ହୋଇଥିଲା । ଜଣେ ସଫଳ ରାଜନୀତିଜ୍ଞ ଭାବେ ସେ ବେଶ ପରିଚିତ ଥିଲେ

କିଶୋର ମହାନ୍ତି ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ । ୨୦୦୭ ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ଯ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର