ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ

The Sakala Picture
Published On

ଭୁବନେଶ୍ବର: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ଏହି  ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମାରେ ଅନ୍ତର୍ଭୁକ୍ତ ହେବେ । ଏହି ନୂତନ ବର୍ଦ୍ଧିତ ଦରମା  ୧.୧. […]

ଭୁବନେଶ୍ବର: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ଏହି  ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମାରେ ଅନ୍ତର୍ଭୁକ୍ତ ହେବେ । ଏହି ନୂତନ ବର୍ଦ୍ଧିତ ଦରମା  ୧.୧. ୨୦୨୨ଠାରୁ ଲାଗୁ ହେବ । ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

31 Dec 2021 By The Sakala

ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ

ଭୁବନେଶ୍ବର: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ।

ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ଏହି  ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମାରେ ଅନ୍ତର୍ଭୁକ୍ତ ହେବେ । ଏହି ନୂତନ ବର୍ଦ୍ଧିତ ଦରମା  ୧.୧. ୨୦୨୨ଠାରୁ ଲାଗୁ ହେବ । ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର