ଆହୁରି ଖସିବ ପାରଦ; ୩ ଏବଂ ୪ ତାରିଖ ପାଇଁ ୫ ଜିଲ୍ଲାକୁ କୋଲ୍ଡ ୱେଭ୍‍ ଚେତାବନୀ

The Sakala Picture
Published On

ଭୁବନେଶ୍ୱର: ଆଗାମୀ ୩ ଦିନ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଜାନୁଆରୀ ୩ ଏବଂ ୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ କୋଲ୍ଡ ୱେଭ ପରିସ୍ଥିତି ଦେଖାଦେଇପାରେ। ବିଶେଷକରି ଝାରସୁଗୁଡ଼ା, ବରଗଡ଼଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ସହ ପଶ୍ଚିମ ଓଡ଼ିଶାର ଅନ୍ୟ କେତେକ ଜିଲ୍ଲାରେ ଅତ୍ୟଧିକ ଥଣ୍ଡା ଅନୁଭୂତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ ଆର୍‍ ବିଶ୍ୱାସ କହିଛନ୍ତି। ଏଥିପାଇଁ […]

ଭୁବନେଶ୍ୱର: ଆଗାମୀ ୩ ଦିନ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଜାନୁଆରୀ ୩ ଏବଂ ୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ କୋଲ୍ଡ ୱେଭ ପରିସ୍ଥିତି ଦେଖାଦେଇପାରେ। ବିଶେଷକରି ଝାରସୁଗୁଡ଼ା, ବରଗଡ଼଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ସହ ପଶ୍ଚିମ ଓଡ଼ିଶାର ଅନ୍ୟ କେତେକ ଜିଲ୍ଲାରେ ଅତ୍ୟଧିକ ଥଣ୍ଡା ଅନୁଭୂତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ ଆର୍‍ ବିଶ୍ୱାସ କହିଛନ୍ତି। ଏଥିପାଇଁ ଉପରୋକ୍ତ ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଡ. ବିଶ୍ୱାସଙ୍କ ଅନୁଯାୟୀ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମୁଖ୍ୟତଃ ଶୁଖିଲା ପାଗ ରହିବ। ତେବେ ଦକ୍ଷିଣ ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର କେତେକ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ। ମୁଖ୍ୟତଃ ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ କୁହୁଡ଼ି ସମ୍ଭାବନା ରହିଛି ବୋଲି ଡ. ବିଶ୍ୱାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

02 Jan 2022 By The Sakala

ଆହୁରି ଖସିବ ପାରଦ; ୩ ଏବଂ ୪ ତାରିଖ ପାଇଁ ୫ ଜିଲ୍ଲାକୁ କୋଲ୍ଡ ୱେଭ୍‍ ଚେତାବନୀ

ଭୁବନେଶ୍ୱର: ଆଗାମୀ ୩ ଦିନ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଜାନୁଆରୀ ୩ ଏବଂ ୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ କୋଲ୍ଡ ୱେଭ ପରିସ୍ଥିତି ଦେଖାଦେଇପାରେ। ବିଶେଷକରି ଝାରସୁଗୁଡ଼ା, ବରଗଡ଼଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ସହ ପଶ୍ଚିମ ଓଡ଼ିଶାର ଅନ୍ୟ କେତେକ ଜିଲ୍ଲାରେ ଅତ୍ୟଧିକ ଥଣ୍ଡା ଅନୁଭୂତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ ଆର୍‍ ବିଶ୍ୱାସ କହିଛନ୍ତି। ଏଥିପାଇଁ ଉପରୋକ୍ତ ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଡ. ବିଶ୍ୱାସଙ୍କ ଅନୁଯାୟୀ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମୁଖ୍ୟତଃ ଶୁଖିଲା ପାଗ ରହିବ। ତେବେ ଦକ୍ଷିଣ ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର କେତେକ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ। ମୁଖ୍ୟତଃ ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ କୁହୁଡ଼ି ସମ୍ଭାବନା ରହିଛି ବୋଲି ଡ. ବିଶ୍ୱାସ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର