ଭଡ଼ା ଘରୁ ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ, ଜଣେ ଗିରଫ

The Sakala Picture
Published On

ଯାଜପୁର: ଭଡ଼ା ଘରୁ ଜବତ ହେଲା ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ । ଯାଜପୁର ଟାଉନ୍ ଥାନା ଅନ୍ତର୍ଗତ ସନ୍ଥ ମହାଦେବ ନିକଟ ଏକ ଭଡ଼ା ଘରୁ ବିପୁଳ ପରିମାଣର ଜାଲ୍ ନୋଟ୍ ଜବତ କରିଛି ପୋଲିସ । ଜବତ ଟଙ୍କା ମଧ୍ୟରେ ଏକାଧିକ ୨ ଶହ ଟଙ୍କିଆ ନୋଟ୍ ଓ ଶହେ ଟଙ୍କିଆ ଜାଲ୍ ନୋଟ୍ ରହିଥିବା ଜଣାପଡ଼ିଛି । ମାମଲାରେ ଜଣଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ଗିରଫ ଅଭିଯୁକ୍ତ ଜଣଙ୍କ […]

ଯାଜପୁର: ଭଡ଼ା ଘରୁ ଜବତ ହେଲା ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ । ଯାଜପୁର ଟାଉନ୍ ଥାନା ଅନ୍ତର୍ଗତ ସନ୍ଥ ମହାଦେବ ନିକଟ ଏକ ଭଡ଼ା ଘରୁ ବିପୁଳ ପରିମାଣର ଜାଲ୍ ନୋଟ୍ ଜବତ କରିଛି ପୋଲିସ । ଜବତ ଟଙ୍କା ମଧ୍ୟରେ ଏକାଧିକ ୨ ଶହ ଟଙ୍କିଆ ନୋଟ୍ ଓ ଶହେ ଟଙ୍କିଆ ଜାଲ୍ ନୋଟ୍ ରହିଥିବା ଜଣାପଡ଼ିଛି । ମାମଲାରେ ଜଣଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ଗିରଫ ଅଭିଯୁକ୍ତ ଜଣଙ୍କ ମଙ୍ଗଳପୁର ଥାନା କାଟିଆ ଅଞ୍ଚଳର ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ଅଭିଯୁକ୍ତଙ୍କ ନିକଟରୁ ଲକ୍ଷ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ ହେବା ସହ ଜାଲ୍ ନୋଟ ପ୍ରସ୍ତୁତ ପାଇଁ ବ୍ୟବହୃତ ପ୍ରିଣ୍ଟର, କମ୍ପ୍ୟୁଟର, ପେପର୍ ଏବଂ ଅନ୍ୟ ସାମଗ୍ରୀ ଜବତ କରାଯାଇଛି । ଏନେଇ ମଧ୍ୟାହ୍ନରେ ପ୍ରେସମିଟରେ ବିସ୍ତୃତ ସୂଚନା ଦେବ ପୋଲିସ । ଜାଲ୍ ନୋଟ କାରବାରର ଆଉ କାହାର ସମ୍ପୃକ୍ତି ରହିଛି କି ନାହିଁ ସେନେଇ ପୋଲିସ ଅଧିକ ତଦନ୍ତ କରୁଛି ।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

02 Jan 2022 By The Sakala

ଭଡ଼ା ଘରୁ ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ, ଜଣେ ଗିରଫ

ଯାଜପୁର: ଭଡ଼ା ଘରୁ ଜବତ ହେଲା ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ । ଯାଜପୁର ଟାଉନ୍ ଥାନା ଅନ୍ତର୍ଗତ ସନ୍ଥ ମହାଦେବ ନିକଟ ଏକ ଭଡ଼ା ଘରୁ ବିପୁଳ ପରିମାଣର ଜାଲ୍ ନୋଟ୍ ଜବତ କରିଛି ପୋଲିସ । ଜବତ ଟଙ୍କା ମଧ୍ୟରେ ଏକାଧିକ ୨ ଶହ ଟଙ୍କିଆ ନୋଟ୍ ଓ ଶହେ ଟଙ୍କିଆ ଜାଲ୍ ନୋଟ୍ ରହିଥିବା ଜଣାପଡ଼ିଛି । ମାମଲାରେ ଜଣଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ଗିରଫ ଅଭିଯୁକ୍ତ ଜଣଙ୍କ ମଙ୍ଗଳପୁର ଥାନା କାଟିଆ ଅଞ୍ଚଳର ବୋଲି ସୂଚନା ମିଳିଛି।

ଅଭିଯୁକ୍ତଙ୍କ ନିକଟରୁ ଲକ୍ଷ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ ହେବା ସହ ଜାଲ୍ ନୋଟ ପ୍ରସ୍ତୁତ ପାଇଁ ବ୍ୟବହୃତ ପ୍ରିଣ୍ଟର, କମ୍ପ୍ୟୁଟର, ପେପର୍ ଏବଂ ଅନ୍ୟ ସାମଗ୍ରୀ ଜବତ କରାଯାଇଛି । ଏନେଇ ମଧ୍ୟାହ୍ନରେ ପ୍ରେସମିଟରେ ବିସ୍ତୃତ ସୂଚନା ଦେବ ପୋଲିସ । ଜାଲ୍ ନୋଟ କାରବାରର ଆଉ କାହାର ସମ୍ପୃକ୍ତି ରହିଛି କି ନାହିଁ ସେନେଇ ପୋଲିସ ଅଧିକ ତଦନ୍ତ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର