ତପସ୍ୱିନୀ-ସୁମିତ ବିବାଦର ଆସିଲା ରାୟ

The Sakala Picture
Published On

ବ୍ରହ୍ମପୁର: ପୁରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ଡିମ୍ପଲ ଏବଂ ସୁମିତଙ୍କ ବିବାଦର ରାୟ ଆଜି ଜିଲ୍ଲାକୋର୍ଟରୁ ଆସିଛି। ତପସ୍ୱିନୀ ତାଙ୍କ ସ୍ୱାମୀ ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରେ ରହିବେ ଏବଂ ମାସିକ ୧୭ ହଜାର ଟଙ୍କା ସ୍ୱାମୀ ସୁମିତ ଦେବେ। ପ୍ରତି ମାସର ୧୦ ତାରିଖ ସୁଦ୍ଧା ୧୭ ହଜାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଡିମ୍ପଲଙ୍କ ଓକିଲ ପ୍ରଦୀପ ବେହେରାଙ୍କ ସୂଚନା ଦେଇଛନ୍ତି। ଏଥିସହିତ ସୁମିତ ଓ ତପସ୍ୱିନୀ ବିବାଦ ମାମଲାରେ ତପସ୍ୱିନୀଙ୍କ […]

ବ୍ରହ୍ମପୁର: ପୁରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ଡିମ୍ପଲ ଏବଂ ସୁମିତଙ୍କ ବିବାଦର ରାୟ ଆଜି ଜିଲ୍ଲାକୋର୍ଟରୁ ଆସିଛି। ତପସ୍ୱିନୀ ତାଙ୍କ ସ୍ୱାମୀ ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରେ ରହିବେ ଏବଂ ମାସିକ ୧୭ ହଜାର ଟଙ୍କା ସ୍ୱାମୀ ସୁମିତ ଦେବେ। ପ୍ରତି ମାସର ୧୦ ତାରିଖ ସୁଦ୍ଧା ୧୭ ହଜାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଡିମ୍ପଲଙ୍କ ଓକିଲ ପ୍ରଦୀପ ବେହେରାଙ୍କ ସୂଚନା ଦେଇଛନ୍ତି। ଏଥିସହିତ ସୁମିତ ଓ ତପସ୍ୱିନୀ ବିବାଦ ମାମଲାରେ ତପସ୍ୱିନୀଙ୍କ ବଡ଼ ବିଜୟ ହୋଇଛି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ସୂଚନାଯୋଗ୍ୟ, ଶାଶୁଘର ଲୋକେ ଗ୍ରହଣ କରିବା ଦାବିରେ ତପସ୍ୱିନୀ ଘର ଆଗରେ ବସିବା ସହ ମାଣ ବସାଇ ଥିଲେ । ଯାହା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ମାମଲା କୋର୍ଟକୁ ଯାଇଥିଲା । ଏହାର ବିଚାର କରି ୭ ଦିନ ଭଡା ଘର ନେଇ ରହିବାକୁ କୋର୍ଟ ପତିପତ୍ନୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାସହ ଡିମ୍ପଲଙ୍କ ସମସ୍ତ ଖର୍ଚ୍ଚ ବହନ କରିବାକୁ କୋର୍ଟ ସୁମିତିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପତିପତ୍ନୀ ୭ ଦିନ ରହିବା ପରେ ଆଉ ୭ ଦିନ ଏକାଠି ରହିବାକୁ କୋର୍ଟ କହିଥିଲେ । ପରେ ସୁମିତ କେଉଁଆଡେ ଚାଲି ଯାଇଥିବା ଅଭିଯୋଗ ଆଣିଥିଲେ ତପସ୍ୱିନୀ । ତେବେ ସୋସିଆଲ ମଡିଆରେ ସୁମିତ ବିଭିନ୍ନ ଅଡିଓ ଛାଡି ଡିମ୍ପଲକୁ ପ୍ରଶ୍ନ ପଚାରିଥିବା ବେଳ ଡିମ୍ପଲ ମଧ୍ଯ ସୁମିତଙ୍କ ନାଁରେ ଭିନ୍ନଭିନ୍ନ ଅଭିଯୋଗ ଆଣିଥିଲେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

04 Jan 2022 By The Sakala

ତପସ୍ୱିନୀ-ସୁମିତ ବିବାଦର ଆସିଲା ରାୟ

ବ୍ରହ୍ମପୁର: ପୁରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ଡିମ୍ପଲ ଏବଂ ସୁମିତଙ୍କ ବିବାଦର ରାୟ ଆଜି ଜିଲ୍ଲାକୋର୍ଟରୁ ଆସିଛି। ତପସ୍ୱିନୀ ତାଙ୍କ ସ୍ୱାମୀ ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରେ ରହିବେ ଏବଂ ମାସିକ ୧୭ ହଜାର ଟଙ୍କା ସ୍ୱାମୀ ସୁମିତ ଦେବେ। ପ୍ରତି ମାସର ୧୦ ତାରିଖ ସୁଦ୍ଧା ୧୭ ହଜାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଡିମ୍ପଲଙ୍କ ଓକିଲ ପ୍ରଦୀପ ବେହେରାଙ୍କ ସୂଚନା ଦେଇଛନ୍ତି। ଏଥିସହିତ ସୁମିତ ଓ ତପସ୍ୱିନୀ ବିବାଦ ମାମଲାରେ ତପସ୍ୱିନୀଙ୍କ ବଡ଼ ବିଜୟ ହୋଇଛି।

ସୂଚନାଯୋଗ୍ୟ, ଶାଶୁଘର ଲୋକେ ଗ୍ରହଣ କରିବା ଦାବିରେ ତପସ୍ୱିନୀ ଘର ଆଗରେ ବସିବା ସହ ମାଣ ବସାଇ ଥିଲେ । ଯାହା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ମାମଲା କୋର୍ଟକୁ ଯାଇଥିଲା । ଏହାର ବିଚାର କରି ୭ ଦିନ ଭଡା ଘର ନେଇ ରହିବାକୁ କୋର୍ଟ ପତିପତ୍ନୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାସହ ଡିମ୍ପଲଙ୍କ ସମସ୍ତ ଖର୍ଚ୍ଚ ବହନ କରିବାକୁ କୋର୍ଟ ସୁମିତିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପତିପତ୍ନୀ ୭ ଦିନ ରହିବା ପରେ ଆଉ ୭ ଦିନ ଏକାଠି ରହିବାକୁ କୋର୍ଟ କହିଥିଲେ । ପରେ ସୁମିତ କେଉଁଆଡେ ଚାଲି ଯାଇଥିବା ଅଭିଯୋଗ ଆଣିଥିଲେ ତପସ୍ୱିନୀ । ତେବେ ସୋସିଆଲ ମଡିଆରେ ସୁମିତ ବିଭିନ୍ନ ଅଡିଓ ଛାଡି ଡିମ୍ପଲକୁ ପ୍ରଶ୍ନ ପଚାରିଥିବା ବେଳ ଡିମ୍ପଲ ମଧ୍ଯ ସୁମିତଙ୍କ ନାଁରେ ଭିନ୍ନଭିନ୍ନ ଅଭିଯୋଗ ଆଣିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର