ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ରେ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

The Sakala Picture
Published On

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବା ପାଇଁ କମିଶନ ପକ୍ଷରୁ ବୈଠକ ଡକାଯାଇଛି । ଆସନ୍ତା ୧୦ ତାରିଖ ଗୀତ ଗୋବିନ୍ଦ ସଦନ ସଭାଗୃହରେ ପୂର୍ବାହ୍ନ ସାଢେ ୧୧ଟାରେ ବୈଠକ ହେବ । ବୈଠକରେ କୋଭିଡ କଟକଣା ମଧ୍ୟରେ କିଭଳି ନିର୍ବାଚନ ହେବ ସେ ନେଇ ମୁଖ୍ୟତଃ ଆଲୋଚନା ହେବା ସମ୍ଭାବନା […]

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବା ପାଇଁ କମିଶନ ପକ୍ଷରୁ ବୈଠକ ଡକାଯାଇଛି । ଆସନ୍ତା ୧୦ ତାରିଖ ଗୀତ ଗୋବିନ୍ଦ ସଦନ ସଭାଗୃହରେ ପୂର୍ବାହ୍ନ ସାଢେ ୧୧ଟାରେ ବୈଠକ ହେବ । ବୈଠକରେ କୋଭିଡ କଟକଣା ମଧ୍ୟରେ କିଭଳି ନିର୍ବାଚନ ହେବ ସେ ନେଇ ମୁଖ୍ୟତଃ ଆଲୋଚନା ହେବା ସମ୍ଭାବନା ରହିଛି । ବୈଠକ ପରେ କମିଶନ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ସେପଟେ ବୈଠକରେ ନିର୍ବାଚନ ନେଇ ମତ ରଖିବେ  ରାଜନୈତିକ ପାର୍ଟି । ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ । ନିୟମ ଅନୁସାରେ କାର୍ଯ୍ୟକାଳ ୫ବର୍ଷ ଶେଷ ହେବା ପୂର୍ବରୁ ପଞ୍ଚାୟତର ସାଧାରଣ ନିର୍ବାଚନ ହେବା ଆବଶ୍ୟକ । ଏଦୃଷ୍ଟିରୁ ମାର୍ଚ୍ଚ ସୁଦ୍ଧା ପଞ୍ଚାୟତ ନିର୍ବାଚନ ଶେଷ ହେବାକୁ ଯାଉଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

04 Jan 2022 By The Sakala

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ରେ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବା ପାଇଁ କମିଶନ ପକ୍ଷରୁ ବୈଠକ ଡକାଯାଇଛି । ଆସନ୍ତା ୧୦ ତାରିଖ ଗୀତ ଗୋବିନ୍ଦ ସଦନ ସଭାଗୃହରେ ପୂର୍ବାହ୍ନ ସାଢେ ୧୧ଟାରେ ବୈଠକ ହେବ । ବୈଠକରେ କୋଭିଡ କଟକଣା ମଧ୍ୟରେ କିଭଳି ନିର୍ବାଚନ ହେବ ସେ ନେଇ ମୁଖ୍ୟତଃ ଆଲୋଚନା ହେବା ସମ୍ଭାବନା ରହିଛି । ବୈଠକ ପରେ କମିଶନ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ।

ସେପଟେ ବୈଠକରେ ନିର୍ବାଚନ ନେଇ ମତ ରଖିବେ  ରାଜନୈତିକ ପାର୍ଟି । ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ । ନିୟମ ଅନୁସାରେ କାର୍ଯ୍ୟକାଳ ୫ବର୍ଷ ଶେଷ ହେବା ପୂର୍ବରୁ ପଞ୍ଚାୟତର ସାଧାରଣ ନିର୍ବାଚନ ହେବା ଆବଶ୍ୟକ । ଏଦୃଷ୍ଟିରୁ ମାର୍ଚ୍ଚ ସୁଦ୍ଧା ପଞ୍ଚାୟତ ନିର୍ବାଚନ ଶେଷ ହେବାକୁ ଯାଉଛି ।

https://www.thesakala.in/latest-odisha-news/state-election-commission-has-convened-an-all-party-meeting-on-10th-january-for-the-three-tier-panchayat-elections/article-8141
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର