ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍
ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମିତ ହେବା ପରେ ଦିଲ୍ଲୀପ ଆଇସୋଲେସନରେ ରହିଛନ୍ତି। ସେ ଏ ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନାର ସ୍ବଳ୍ପ ଲକ୍ଷଣ ଦେଖାଦେଇଥିଲା । ଏହାପରେ ସେ ଡାକ୍ତରଙ୍କ ପରାମର୍ଶରେ ଆଇସୋଲେସନରେ ଅଛନ୍ତି । ତୃତୀୟ ଲହର ପରିପ୍ରେକ୍ଷୀରେ କୋଭିଡ୍ ନିୟମ ପାଳନ କରିବାକୁ ଟ୍ବିଟର ଯୋଗେ ଦିଲ୍ଲୀପ ରାୟ ପରାମର୍ଶ ଦେଇଛନ୍ତି । ପୂର୍ବରୁ ମଧ୍ୟ ଦିଲ୍ଲୀପ ରାୟ […]
ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମିତ ହେବା ପରେ ଦିଲ୍ଲୀପ ଆଇସୋଲେସନରେ ରହିଛନ୍ତି। ସେ ଏ ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନାର ସ୍ବଳ୍ପ ଲକ୍ଷଣ ଦେଖାଦେଇଥିଲା । ଏହାପରେ ସେ ଡାକ୍ତରଙ୍କ ପରାମର୍ଶରେ ଆଇସୋଲେସନରେ ଅଛନ୍ତି । ତୃତୀୟ ଲହର ପରିପ୍ରେକ୍ଷୀରେ କୋଭିଡ୍ ନିୟମ ପାଳନ କରିବାକୁ ଟ୍ବିଟର ଯୋଗେ ଦିଲ୍ଲୀପ ରାୟ ପରାମର୍ଶ ଦେଇଛନ୍ତି । ପୂର୍ବରୁ ମଧ୍ୟ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ହୋଇଥିଲେ ।
I have been tested positive for COVID. Symptoms are mild. Have isolated myself as per the Doctor’s advice.
ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟRequest everyone to strictly follow COVID appropriate behaviour as we are standing on verge of a 3rd wave outbreak.
ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉLet’s not let our complacency trigger another wave.
— Dilip ray (@DilipRayOdisha) January 6, 2022
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍
ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମିତ ହେବା ପରେ ଦିଲ୍ଲୀପ ଆଇସୋଲେସନରେ ରହିଛନ୍ତି। ସେ ଏ ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନାର ସ୍ବଳ୍ପ ଲକ୍ଷଣ ଦେଖାଦେଇଥିଲା । ଏହାପରେ ସେ ଡାକ୍ତରଙ୍କ ପରାମର୍ଶରେ ଆଇସୋଲେସନରେ ଅଛନ୍ତି । ତୃତୀୟ ଲହର ପରିପ୍ରେକ୍ଷୀରେ କୋଭିଡ୍ ନିୟମ ପାଳନ କରିବାକୁ ଟ୍ବିଟର ଯୋଗେ ଦିଲ୍ଲୀପ ରାୟ ପରାମର୍ଶ ଦେଇଛନ୍ତି । ପୂର୍ବରୁ ମଧ୍ୟ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ହୋଇଥିଲେ ।
I have been tested positive for COVID. Symptoms are mild. Have isolated myself as per the Doctor’s advice.
Request everyone to strictly follow COVID appropriate behaviour as we are standing on verge of a 3rd wave outbreak.
Let’s not let our complacency trigger another wave.
— Dilip ray (@DilipRayOdisha) January 6, 2022