କରୋନା କଟକଣା, ବିନା ଶ୍ରଦ୍ଧାଳୁରେ ଶେଷ ହେଲା ଚନ୍ଦ୍ରଭାଗା ବୁଡ଼

The Sakala Picture
Published On

ଭୁବନେଶ୍ବର: ଆଜି ପବିତ୍ର ମାଘ ସପ୍ତମୀ।  କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁରେ ପବିତ୍ର ମାଘ ସପ୍ତମୀରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ଶେଷ ହୋଇଛି । କଟକଣା ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ସେବାୟତଙ୍କୁ ନେଇ ଠାକୁରଙ୍କ ରୀତିନୀତି କରାଯାଇଛି। ଗତକାଲି ରାତି ୯ଟା ସମୟରେ ମଧିପୂରର ତ୍ରିବେନିଶ୍ୱର, ସନ୍ତପୁର ଗ୍ରାମର ଐଶାନେଶ୍ୱର , କୁରୁଜଙ୍ଗ ଗ୍ରାମର ମହାପ୍ରଭୁ ଦଖିନେଶ୍ୱରଙ୍କ ବିମାନକୁ ବିଜେ କରି ପାରମ୍ପାରିକ ଶୋଭାଯାତ୍ରାରେ କୋଣାର୍କ ଏନଏସି କାର୍ଯ୍ୟାଳୟ ନିକଟକୁ ନିଆଯାଇଥିଲା। ଏହାପରେ ଆଜି ଭୋର […]

ଭୁବନେଶ୍ବର: ଆଜି ପବିତ୍ର ମାଘ ସପ୍ତମୀ।  କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁରେ ପବିତ୍ର ମାଘ ସପ୍ତମୀରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ଶେଷ ହୋଇଛି । କଟକଣା ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ସେବାୟତଙ୍କୁ ନେଇ ଠାକୁରଙ୍କ ରୀତିନୀତି କରାଯାଇଛି। ଗତକାଲି ରାତି ୯ଟା ସମୟରେ ମଧିପୂରର ତ୍ରିବେନିଶ୍ୱର, ସନ୍ତପୁର ଗ୍ରାମର ଐଶାନେଶ୍ୱର , କୁରୁଜଙ୍ଗ ଗ୍ରାମର ମହାପ୍ରଭୁ ଦଖିନେଶ୍ୱରଙ୍କ ବିମାନକୁ ବିଜେ କରି ପାରମ୍ପାରିକ ଶୋଭାଯାତ୍ରାରେ କୋଣାର୍କ ଏନଏସି କାର୍ଯ୍ୟାଳୟ ନିକଟକୁ ନିଆଯାଇଥିଲା। ଏହାପରେ ଆଜି ଭୋର ସମୟରେ ମହାପ୍ରଭୁଙ୍କ ମହାସ୍ନାନ ପରେ ସାଧୁସନ୍ଥ ଓ ମହାପ୍ରଭୁଙ୍କ ସେବାୟତ ବୁଡ ପକାଇଥିଲେ। ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହେବାପରେ ଠାକୁର ବାହୁଡାଯାତ୍ରା କରିଥିଲେ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

19 Feb 2021 By The Sakala

କରୋନା କଟକଣା, ବିନା ଶ୍ରଦ୍ଧାଳୁରେ ଶେଷ ହେଲା ଚନ୍ଦ୍ରଭାଗା ବୁଡ଼

ଭୁବନେଶ୍ବର: ଆଜି ପବିତ୍ର ମାଘ ସପ୍ତମୀ।  କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁରେ ପବିତ୍ର ମାଘ ସପ୍ତମୀରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ଶେଷ ହୋଇଛି । କଟକଣା ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ସେବାୟତଙ୍କୁ ନେଇ ଠାକୁରଙ୍କ ରୀତିନୀତି କରାଯାଇଛି। ଗତକାଲି ରାତି ୯ଟା ସମୟରେ ମଧିପୂରର ତ୍ରିବେନିଶ୍ୱର, ସନ୍ତପୁର ଗ୍ରାମର ଐଶାନେଶ୍ୱର , କୁରୁଜଙ୍ଗ ଗ୍ରାମର ମହାପ୍ରଭୁ ଦଖିନେଶ୍ୱରଙ୍କ ବିମାନକୁ ବିଜେ କରି ପାରମ୍ପାରିକ ଶୋଭାଯାତ୍ରାରେ କୋଣାର୍କ ଏନଏସି କାର୍ଯ୍ୟାଳୟ ନିକଟକୁ ନିଆଯାଇଥିଲା। ଏହାପରେ ଆଜି ଭୋର ସମୟରେ ମହାପ୍ରଭୁଙ୍କ ମହାସ୍ନାନ ପରେ ସାଧୁସନ୍ଥ ଓ ମହାପ୍ରଭୁଙ୍କ ସେବାୟତ ବୁଡ ପକାଇଥିଲେ। ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହେବାପରେ ଠାକୁର ବାହୁଡାଯାତ୍ରା କରିଥିଲେ ।

https://www.thesakala.in/latest-odisha-news/magha-saptami-chandrabhaga-buda/article-81
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର