ରାଜ୍ଯରେ ୫ ହଜାର ମୁହାଁ ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୪୮୨୯ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ […]

ଭୁବନେଶ୍ୱର: କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୨୩ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୦୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୫୬୯୮ କୁ ବୃଦ୍ଧି ପାଇଥିବା ବେଳେ ୧୦୪୬୬୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ୨୦୫୬୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ପଜିଟିଭି ରହିଛନ୍ତି। ସେହିପରି ସଂକ୍ରମିତଙ୍କ ସଂଖ୍ଯାରେ ୩ ଅଙ୍କ ପାର କରିଛନ୍ତି କଟକ- ୪୦୧, ବାଲେଶ୍ବର-୨୧୦, ଝାରସୁଗୁଡ଼ା- ୧୮୯, ମୟୁରଭଞ୍ଜ- ୧୬୨,   ପୁରୀ- ୧୩୦, ସମ୍ବଲପୁର- ୬୪୪, ସୁନ୍ଦରଗଡ଼- ୮୬୯ ଓ ଷ୍ଟେଟ ପୁଲରୁ ୨୧୯ ପଜଟିଭ ଚିହ୍ନ ହୋଇଛନ୍ତି।

10 Jan 2022 By The Sakala

ରାଜ୍ଯରେ ୫ ହଜାର ମୁହାଁ ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୪୮୨୯ ଆକ୍ରାନ୍ତ

ଭୁବନେଶ୍ୱର: କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୨୩ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୦୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୫୬୯୮ କୁ ବୃଦ୍ଧି ପାଇଥିବା ବେଳେ ୧୦୪୬୬୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ୨୦୫୬୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ପଜିଟିଭି ରହିଛନ୍ତି। ସେହିପରି ସଂକ୍ରମିତଙ୍କ ସଂଖ୍ଯାରେ ୩ ଅଙ୍କ ପାର କରିଛନ୍ତି କଟକ- ୪୦୧, ବାଲେଶ୍ବର-୨୧୦, ଝାରସୁଗୁଡ଼ା- ୧୮୯, ମୟୁରଭଞ୍ଜ- ୧୬୨,   ପୁରୀ- ୧୩୦, ସମ୍ବଲପୁର- ୬୪୪, ସୁନ୍ଦରଗଡ଼- ୮୬୯ ଓ ଷ୍ଟେଟ ପୁଲରୁ ୨୧୯ ପଜଟିଭ ଚିହ୍ନ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର