ବଢ଼ିଲା ଯୁକ୍ତ ଦୁଇ ଫର୍ମ ପୂରଣ ଅବଧି, ଆସନ୍ତା ୧୮ ଯାଏଁ ଜରିମାନା ଦେଇ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ

The Sakala Picture
Published On

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ଚଳିତବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ +୨ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ। ଏଥିପାଇଁ ସେମାନଙ୍କୁ ୪୫୦ ଟଙ୍କାର ଜରିମାନା ଦେବାକୁ ପଡ଼ିବ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ ବୋଲି ଉଚ୍ଚ […]

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ଚଳିତବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ +୨ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ। ଏଥିପାଇଁ ସେମାନଙ୍କୁ ୪୫୦ ଟଙ୍କାର ଜରିମାନା ଦେବାକୁ ପଡ଼ିବ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଚଳିତବର୍ଷ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଆଶାନୁରୂପ ହୋଇ ନଥିବାରୁ ତାରିଖ ବୃଦ୍ଧି କରାଯାଇଥିବା ପରିଷଦ ଦର୍ଶାଇଛି। ମିଳିଥିବା ସୂଚନା ଅନୁସାରେ ବର୍ତମାନ ସୁଦ୍ଧା ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ମିଶାଇ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

11 Jan 2022 By The Sakala

ବଢ଼ିଲା ଯୁକ୍ତ ଦୁଇ ଫର୍ମ ପୂରଣ ଅବଧି, ଆସନ୍ତା ୧୮ ଯାଏଁ ଜରିମାନା ଦେଇ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ଚଳିତବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ +୨ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ। ଏଥିପାଇଁ ସେମାନଙ୍କୁ ୪୫୦ ଟଙ୍କାର ଜରିମାନା ଦେବାକୁ ପଡ଼ିବ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଚଳିତବର୍ଷ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଆଶାନୁରୂପ ହୋଇ ନଥିବାରୁ ତାରିଖ ବୃଦ୍ଧି କରାଯାଇଥିବା ପରିଷଦ ଦର୍ଶାଇଛି। ମିଳିଥିବା ସୂଚନା ଅନୁସାରେ ବର୍ତମାନ ସୁଦ୍ଧା ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ମିଶାଇ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର