ଚିନ୍ତା ବଢାଇଲା କରୋନା: ସମସ୍ତ ରାଜ୍ଯର ମୁଖ୍ଯମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି।  ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବଡ ବୈଠକ କରିପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସନ୍ଧ୍ୟା ୪.୩୦ରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଦେଶରେ ଦୈନିକ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ପିଏମ ମୋଦୀଙ୍କର ଏକ ସପ୍ତାହ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ପ୍ରମୁଖ ବୈଠକ। ସୂଚନା ଅନୁଯାୟୀ, […]

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି।  ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବଡ ବୈଠକ କରିପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସନ୍ଧ୍ୟା ୪.୩୦ରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଦେଶରେ ଦୈନିକ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ପିଏମ ମୋଦୀଙ୍କର ଏକ ସପ୍ତାହ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ପ୍ରମୁଖ ବୈଠକ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମହାନଦୀ ନର୍ଦ୍ଦର୍ଣ୍ଣ ଡିଭିଜନ୍‌ର ଅଧୀକ୍ଷଣ ଯନ୍ତ୍ରୀ, ୨୧.୮୮ ଲକ୍ଷ ଟଙ୍କା ଜବତ

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨, ୪୭,୪୧୭ ଟି ନୂଆ ମାମଲା ରିପୋର୍ଟ ହୋଇଛି। ଯାହା ଗତକାଲି ତୁଳନାରେ ୨୭% ଅଧିକ ରହିଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

 

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର