ବିଏମସି କାର୍ଯ୍ଯାଳୟରେ କରୋନା ବିସ୍ଫୋରଣ: ୨୨ କର୍ମଚାରୀଙ୍କୁ କରୋନା , ସର୍ବସାଧାରଣଙ୍କ ପ୍ରବେଶ ଉପରେ ଲାଗିଲା କଟକଣା

The Sakala Picture
Published On

ଭୁବନେଶ୍ବର: ବେକାବୁ ହେଉଛି କରୋନା । ଦୃତ ଗତିରେ ବୃଦ୍ଧି ପାଉଛି ସଂକ୍ରମିତକ ସଂଖ୍ଯା । ଆଜି ବିଏମସି କାର୍ଯ୍ଯାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି । ଅନ୍ୟ ସବୁ କର୍ମଚାରୀଙ୍କର ନମୁନା ପରୀକ୍ଷା କରାଯିବ ବୋଲି ମଧ୍ୟ କୁହାଯାଉଛି । ବିଏମସି କାର୍ଯ୍ଯାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ସୂଚନା […]

ଭୁବନେଶ୍ବର: ବେକାବୁ ହେଉଛି କରୋନା । ଦୃତ ଗତିରେ ବୃଦ୍ଧି ପାଉଛି ସଂକ୍ରମିତକ ସଂଖ୍ଯା । ଆଜି ବିଏମସି କାର୍ଯ୍ଯାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି । ଅନ୍ୟ ସବୁ କର୍ମଚାରୀଙ୍କର ନମୁନା ପରୀକ୍ଷା କରାଯିବ ବୋଲି ମଧ୍ୟ କୁହାଯାଉଛି । ବିଏମସି କାର୍ଯ୍ଯାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫,୮୩୩ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ଯା ୪,୨୨୬ ରହିଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର