ଆସନ୍ତାକାଲି ଯାଏଁ ରାଜ୍ଯର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ୧୬ରୁ ପୁଣି ଫେରିବ ଶୀତ

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି ପର୍ଯ୍ଯନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ଯ୍ଯନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଢେଙ୍କାନାଳ ଓ ମାଲକାନଗିରିକୁ ବଜ୍ରପାତ […]

ଭୁବନେଶ୍ୱର: ଆସନ୍ତାକାଲି ପର୍ଯ୍ଯନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ଯ୍ଯନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଢେଙ୍କାନାଳ ଓ ମାଲକାନଗିରିକୁ ବଜ୍ରପାତ ଜନିତ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବା ସହିତ ଶୀତ ଫେରିବ । ସ୍ୱାଭାବିକଠାରୁ ୨ରୁ ୩ଡିଗ୍ରୀ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

14 Jan 2022 By The Sakala

ଆସନ୍ତାକାଲି ଯାଏଁ ରାଜ୍ଯର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ୧୬ରୁ ପୁଣି ଫେରିବ ଶୀତ

ଭୁବନେଶ୍ୱର: ଆସନ୍ତାକାଲି ପର୍ଯ୍ଯନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ଯ୍ଯନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଢେଙ୍କାନାଳ ଓ ମାଲକାନଗିରିକୁ ବଜ୍ରପାତ ଜନିତ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବା ସହିତ ଶୀତ ଫେରିବ । ସ୍ୱାଭାବିକଠାରୁ ୨ରୁ ୩ଡିଗ୍ରୀ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର